ଦିଲ୍ଲୀରେ କରୋନା ଭୟ: ହସ୍ପିଟାଲରେ ୩ ଭର୍ତ୍ତି

ନୂଆଦିଲ୍ଲୀ: ଚାଇନାରେ ଜୀବନ ନେଉଥିବା ପ୍ରାଣଘାତୀ କରୋନା ଭାଇରସର ଭୟ ଭାରତର ଦିଲ୍ଲୀରେ ଦେଖିବାକୁ ମିଳିଛି। ଆଜି ଏହି ଭୟଙ୍କର ଭାଇରସରେ ସଂକ୍ରମଣ ହୋଇଥିବା ସନ୍ଦେହରେ ୩ ଜଣଙ୍କୁ ଦିଲ୍ଲୀର ରାମ ମନୋହର ଲୋହିଆ(ଆରଏମଏଲ) ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ୩ ଜଣଙ୍କ ମଧ୍ୟରୁ ୨ ଜଣ ଚାଇନା ନାଗରିକ। ଏହି ଚାଇନିଜ ନାଗରିକ ଦ୍ୱୟ ଜାନୁଆରୀ ୧ ଓ ଜାନୁଆରୀ ୨୯ରେ ଭାରତ ଆସିଥିଲେ। ସେହିପରି ତୃତୀୟ ସନ୍ଦିଗ୍ଧ ଜଣଙ୍କ ବୟସ ୩୪ ବର୍ଷ। ସେ […]

d

d

Hemant Lenka
  • Published: Monday, 10 February 2020
  • Updated: 10 February 2020, 05:09 PM IST

Sports

Latest News

ନୂଆଦିଲ୍ଲୀ: ଚାଇନାରେ ଜୀବନ ନେଉଥିବା ପ୍ରାଣଘାତୀ କରୋନା ଭାଇରସର ଭୟ ଭାରତର ଦିଲ୍ଲୀରେ ଦେଖିବାକୁ ମିଳିଛି। ଆଜି ଏହି ଭୟଙ୍କର ଭାଇରସରେ ସଂକ୍ରମଣ ହୋଇଥିବା ସନ୍ଦେହରେ ୩ ଜଣଙ୍କୁ ଦିଲ୍ଲୀର ରାମ ମନୋହର ଲୋହିଆ(ଆରଏମଏଲ) ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏହି ୩ ଜଣଙ୍କ ମଧ୍ୟରୁ ୨ ଜଣ ଚାଇନା ନାଗରିକ। ଏହି ଚାଇନିଜ ନାଗରିକ ଦ୍ୱୟ ଜାନୁଆରୀ ୧ ଓ ଜାନୁଆରୀ ୨୯ରେ ଭାରତ ଆସିଥିଲେ। ସେହିପରି ତୃତୀୟ ସନ୍ଦିଗ୍ଧ ଜଣଙ୍କ ବୟସ ୩୪ ବର୍ଷ। ସେ ଗତବର୍ଷ ନଭେମ୍ବରରୁ ଚାଇନାର ରାଜଧାନୀ ବେଜିଂରେ ଥିଲେ। ଗତ ରବିବାର ସେ ଭାରତ ଫେରିଛନ୍ତି।

ଏବେ ଏହି ୩ ଜଣଙ୍କ ନମୂନାକୁ ପରୀକ୍ଷା ପାଇଁ ପଠା ଯାଇଛି। ରିପୋର୍ଟ ଆସିବା ପରେ ଏମାନେ କାରୋନାରେ ଆକ୍ରାନ୍ତ କି ନାହିଁ, ତାହା ଜଣାପଡ଼ିବ। ତଥାପି ଏମାନଙ୍କୁ ସ୍ୱତନ୍ତ୍ର ୱାର୍ଡରେ ରଖାଯାଇଛି।

ଅନ୍ୟପକ୍ଷରେ କରୋନା ଭାଇରସ ଇତି ମଧ୍ୟରେ ଚାଇନାରେ ୯୦୮ ଜଣଙ୍କ ଜୀବନ ନେଇ ସାରିଲାଣି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ଡେଇଁଛି। ଚାଇନା ବ୍ୟତୀତ ବିଶ୍ୱର ୩୧ଟି ଦେଶରେ ଏହି ଭୂତାଣୁ ଚିହ୍ନଟ ହୋଇସାରିଲାଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story