ଆଜି ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ଆଜି ହେଉଛି ଜନ୍ମଦିନ। ସେ ୯୨ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ଟ୍ୱିଟ୍ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି,“ଆମର ଅତିପ୍ରିୟ ଓ ସମ୍ମାନନୀୟ ଅଟଳଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ମୁଁ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି।” ଏହା ସହିତ ଅଟଳ ବିହାରୀ ବାଜପେୟୀଙ୍କ ସେବା ଓ ନେତୃତ୍ୱକୁ ପ୍ରଧାନମନ୍ତ୍ରୀ ମୋଦି […]

atal

atal

Rakesh Mallick
  • Published: Sunday, 25 December 2016
  • Updated: 26 December 2016, 08:45 AM IST

Sports

Latest News

atalନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ଆଜି ହେଉଛି ଜନ୍ମଦିନ। ସେ ୯୨ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ଟ୍ୱିଟ୍ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି,“ଆମର ଅତିପ୍ରିୟ ଓ ସମ୍ମାନନୀୟ ଅଟଳଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ମୁଁ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି।”

ଏହା ସହିତ ଅଟଳ ବିହାରୀ ବାଜପେୟୀଙ୍କ ସେବା ଓ ନେତୃତ୍ୱକୁ ପ୍ରଧାନମନ୍ତ୍ରୀ ମୋଦି ପ୍ରଶଂସା କରିଛି। ସେ ଜଣେ ଆଦରଣୀୟ ବ୍ୟକ୍ତିତ୍ୱ ବୋଲି ମୋଦି ଲେଖିଛନ୍ତି।

ବାଜପେୟୀଙ୍କର ଏକ ଭିଡ଼ିଓକୁ ମୋଦି ଟ୍ୱିଟ୍‌ରେ ପୋଷ୍ଟ କରିଛନ୍ତି ଏବଂ ଦଳର ସାଧାରଣ କର୍ମକର୍ତ୍ତାଙ୍କୁ ଭେଟିବା ବେଳେ ସେ କ’ଣ କରନ୍ତି ତାହା ଦେଖିବାକୁ କହିଛନ୍ତି।

ପରେ ସେ ବାଜପେୟୀଙ୍କ ବାସଭବନକୁ ଯାଇ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ।

ରେଳ ମନ୍ତ୍ରୀ ସୁରେଶ ପ୍ରଭୁ ମଧ୍ୟ ଟ୍ୱିଟ୍ କରି ଅଟଳ ବିହାରୀ ବାଜପେୟୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ, ଜୁଏଲ ଓରାମ ପ୍ରମୁଖ ମଧ୍ୟ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story