ମନେ ପଡ଼ନ୍ତି ରାଜୀବ; ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି

[vc_row][vc_column][vc_video link=" `{`Rajiv Gandhi`}`"][vc_column_text]

ନୂଆଦିଲ୍ଲୀ/ ଭୁବନେଶ୍ୱର: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ବୀର ଭୂମିରେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଉପସଭାପତି ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ମଧ୍ୟ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଛି। କଂଗ୍ରେସ ଭବନରେ ରାଜୀବଙ୍କ ପ୍ରତିମୂର୍ତ୍ତିରେ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଉଛି।[/vc_column_text][/vc_column][/vc_row]

Ordigital Desk
• Published: Sunday, 21 May 2017
• Updated: 21 May 2017, 10:49 AM IST

Sports

Latest News

[vc_row][vc_column][vc_video link=" `{`Rajiv Gandhi`}`"][vc_column_text]

ନୂଆଦିଲ୍ଲୀ/ ଭୁବନେଶ୍ୱର: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ବୀର ଭୂମିରେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଉପସଭାପତି ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ମଧ୍ୟ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଛି। କଂଗ୍ରେସ ଭବନରେ ରାଜୀବଙ୍କ ପ୍ରତିମୂର୍ତ୍ତିରେ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଉଛି।[/vc_column_text][/vc_column][/vc_row]

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos