ନୂଆଦିଲ୍ଲୀ: ପରଲୋକରେ ପୂର୍ବତନ ଆଇପିଏସ ଅଫିସର ତଥା ତାମିଲନାଡୁର ପୂର୍ବତନ ଡିଜିପି ଭିଆର ଲକ୍ଷ୍ମୀନାରାୟଣ। ଚେନ୍ନାଇରେ ଗତକାଲି ୯୧ ବର୍ଷ ବୟସରେ ଭିଆର ଲକ୍ଷ୍ମୀନାରାୟଣଙ୍କର ପରଲୋକ ହୋଇଛି। ବୟସାଧିକ୍ୟ କାରଣରୁ ତାଙ୍କର ପରଲୋକ ହୋଇଛି। ତାଙ୍କର ଗୋଟିଏ ପୁଅ ଓ ୨ ଜଣ ଝିଅ ଅଛନ୍ତି। ଆସନ୍ତାକାଲି ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡ଼ିଛି।
୧୯୭୭ ମସିହାରେ ସିବିଆଇର ଜଏଣ୍ଟ ଡାଇରେକ୍ଟର ଥିବା ବେଳେ ଭିଆର ଲକ୍ଷ୍ମୀନାରାୟଣ ତତ୍କାଳୀନ ପ୍ରଧାନମନ୍ତ୍ରୀ ମୋରାଜି ଦେଶାଇ ସରକାରଙ୍କ ନିର୍ଦ୍ଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କୁ ଏକ ଦୁର୍ନୀତି ମାମଲାରେ ଗିରଫ କରିଥିଲେ। ଭିଆର ନାଁରେ ପରିଚିତ ଲକ୍ଷ୍ମୀନାରାୟଣ ୧୯୫୧ ବ୍ୟାଚର ଆଇପିଏସ ଅଧିକାରୀ ଥିଲେ । ୧୯୮୫ ମସିହାରେ ଲକ୍ଷ୍ମୀନାରାୟଣ ତାମିଲନାଡୁର ପୋଲିସ ମହାନିଦ୍ଦେର୍ଶକ ଥିବା ବେଳେ ଅବସର ନେଇଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମଣିପୁରରେ ପୁଣି ହିଂସା: DCP ଅଫିସ ଉପରେ ଆକ୍ରମଣ
ଆକ୍ରମଣରେ ଜଣେ ପୁଲିସ୍ ଅଧିକାରୀ ଆହତ ହୋଇଛନ୍ତି। ସେହିପରି ଡିସିପି ଅଫିସ ନିକଟରେ ରହିଥିବା ଏକାଧିକ ପୁଲିସ୍ ଗାଡ଼ିକୁ ଲୋକମାନେ ଭାଙ୍ଗି ଦେଇଛନ୍ତି।
Health
ଚାଇନାର ନୂଆ ଭାଇରସକୁ ନେଇ ଆତଙ୍କିତ ହୁଅନ୍ତୁନି: ସ୍ୱାସ୍ଥ୍ୟ ବିଭାଗ
ଚୀନରେ କୋରୋନାଠୁ ଆହୁରି ଦ୍ରୁତ ଗତିରେ ବ୍ୟାପୁଛି ନୂଆ ଭାଇରସ୍ HMPV। ହେଲେ ଏହାକୁ ନେଇ ଭାରତରେ ଚିନ୍ତିତ ହେବାର କିଛି ନାହିଁ ବୋଲି କହିଲା ସ୍ୱାସ୍ଥ୍ୟ ବିଭାଗ।
Crime
୬ ବର୍ଷର ଝିଅକୁ ଦୁଷ୍କର୍ମ; ଧରା ପଡ଼ିଯିବା ଭୟରେ ତଣ୍ଟି ଚିପି ମାରିଦେଲା ପଡ଼ୋଶୀ
ଚକୋଲେଟ ଦେବା ବାହାନାରେ ଶିଶୁକୁ ଘରକୁ ଡାକିନେଇ ଦୁଷ୍କର୍ମ କଲା। ଖସି ପଳାଉଥିବାବେଳେ ଏନକାଉଣ୍ଟର କରି ଗିରଫ କରିଛି ପୁଲିସ।
Politics
ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ଅଳକା ଲାମ୍ବାଙ୍କୁ ପ୍ରାର୍ଥୀ କଲା କଂଗ୍ରେସ
କ୍ରମାଗତ ୧୫ ବର୍ଷ ଦିଲ୍ଲୀକୁ ଶାସନ କରିଥିବା କଂଗ୍ରେସ ଗଲା ୨ଟି ଯାକ ବିଧାନସଭା ନିର୍ବାଚନରେ ଗୋଟିଏ ହେଲେ ଆସନ ଜିତିବାକୁ ସକ୍ଷମ ହୋଇ ନଥିଲା।
National
ଲଦାଖକୁ ପୁଣି ନିଜର କହିଲା ଚାଇନା: ଜୋରଦାର ବିରୋଧ କଲା ଭାରତ
ଚାଇନା ପକ୍ଷରୁ ଦୁଇଟି କାଉଣ୍ଟୀ ପ୍ରତିଷ୍ଠା କରାଯାଉଛି। ଏହାର କିଛି ଅଂଶ ଲଦାଖ ମଧ୍ୟରେ ଆସୁଛି। ଚାଇନାର ଏପରି ପଦକ୍ଷେପକୁ ଭାରତ ପକ୍ଷରୁ କଡ଼ା ବିରୋଧ କରାଯାଇଛି।