ଅହମଦାବାଦ: ନେତାଙ୍କର ପରିହାସମୁଳକ ମିମିକ୍ରି କରି ଜଣେ ଖେଳଣା ବିକାଳିକୁ ହଟହଟା ହେବାକୁ ପଡ଼ିଛି। ସୁରତ ରେଲଓ୍ୱେ ଷ୍ଟେସନରେ ଅବଧେଶ ଦୁବେ ନାମକ ଜଣେ ଉଠା ଦୋକାନୀ ଗ୍ରାହକଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଯାଇ ନେତାଙ୍କ ମିମିକ୍ରି କରି ରେଲଓ୍ୱେ ଷ୍ଟେସନ ଓ ଟ୍ରେନରେ ଖେଳଣା ବିକ୍ରି କରନ୍ତି। ଏହି ମିମିକ୍ରିର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେବା ପରେ ରେଲଓ୍ୱେ ସୁରକ୍ଷା ଫୋର୍ସ (ଆରପିଏଫ) ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।
ଆରପିଏଫ ଶୁକ୍ରବାର ଦିନ ଅବଧେଶଙ୍କୁ ଗିରଫ କରିଥିଲା। ଆଜି ସ୍ଥାନୀୟ କୋର୍ଟରେ ଆରପିଏଫ ଅବଧେଶକୁ ହାଜର କରିବା ପରେ ୧୦ ଦିନିଆ ବିଚାର ବିଭାଗୀୟ ତଦନ୍ତ ପାଇଁ ପଠାଇ ଦେଇଛି। ଏଥିସହ ୩, ୫୦୦ ଟଙ୍କା ଜୋରିମାନା ଦେବାକୁ ଅବଧେଶଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ଥାନୀୟ କୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାମା ମସଜିଦର ସର୍ଭେ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଭିଡ଼କୁ ହଟାଇବା ପାଇଁ ପୁଲିସ ଲୁହ ବୁହା ଗ୍ୟାସ୍ ପ୍ରୟୋଗ କରିବା ସହ ଲାଠି ଚାର୍ଜ ମଧ୍ୟ କରିଛି।
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ମୁମ୍ବାଇ ମୁହାଁ ମହାୟୁତି ବିଧାୟକ
ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ସାମ୍ନାକୁ ଆସିବା ପରେ ମହାୟୁତି ସମସ୍ତ ବିଜୟୀ ବିଧାୟକଙ୍କୁ ମୁମ୍ବାଇରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଛି।
National
ବିଜୟ ଉତ୍ସବ ବେଳେ ଲାଗିଲା ନିଆଁ, ଜଳିଗଲେ ସ୍ୱାଧୀନ ପ୍ରାର୍ଥୀଙ୍କ ସମେତ ମହିଳା
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ରେଜଲ୍ଟ ଘୋଷଣା ପରେ ବିଜୟ ଉତ୍ସବ ପାଳନ କରିଛନ୍ତି ନବନିର୍ବାଚିତ ପ୍ରାର୍ଥୀ। ତେବେ ଏହି ବିଜୟ ଉତ୍ସବ ବେଳେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ।
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।