କରୋନା ନେଲା ଆଉ ଜଣେ ବିଧାୟକଙ୍କ ଜୀବନ

କୋଲକାତା: ପଶ୍ଚିମବଙ୍ଗର କ୍ଷମତାସୀନ ତୃଣମୂଳ କଂଗ୍ରେସ(ଟିଏମସି) ବିଧାୟକ ତମୋନାଶ ଘୋଷଙ୍କ ଜୀବନ ନେଇଛି ମହାମାରୀ କରୋନା। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା। ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ଫଳଟାରୁ ୩ଥର ବିଧାୟକ ହୋଇଥିବା ଶ୍ରୀ ଘୋଷ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ସେ ଅନ୍ୟାନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ […]

dc

dc

Hemant Lenka
  • Published: Wednesday, 24 June 2020
  • Updated: 24 June 2020, 10:46 AM IST

Sports

Latest News

କୋଲକାତା: ପଶ୍ଚିମବଙ୍ଗର କ୍ଷମତାସୀନ ତୃଣମୂଳ କଂଗ୍ରେସ(ଟିଏମସି) ବିଧାୟକ ତମୋନାଶ ଘୋଷଙ୍କ ଜୀବନ ନେଇଛି ମହାମାରୀ କରୋନା। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା। ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ଫଳଟାରୁ ୩ଥର ବିଧାୟକ ହୋଇଥିବା ଶ୍ରୀ ଘୋଷ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ସେ ଅନ୍ୟାନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ।

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟ୍ୱିଟ କରି ଶ୍ରୀ ଘୋଷଙ୍କ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, “ଅତ୍ୟନ୍ତ ଦୁଃଖଦାୟ। ୩ ଥରର ବିଧାୟକ ଓ ୧୯୯୮ରୁ ଦଳର କୋଷାଧ୍ୟକ୍ଷ ଥିବା ତମୋନାଶ ଘୋଷ ଏବେ ଆମକୁ ଛାଡ଼ି ଚାଲି ଯାଇଛନ୍ତି। ସେ ଆମ ସହ ଦୀର୍ଘ ୩୫ ବର୍ଷ ହେଲା ରହିଥିଲେ।

ସେ ଦଳ ଓ ଲୋକଙ୍କ ପାଇଁ ଅନେକ କିଛି କରିଛନ୍ତି। ସାମାଜିକ କାର୍ଯ୍ୟକ୍ରମ ଜରିଆରେ ସେ ଅନେକ କିଛି ଯୋଗଦାନ କରିଥିଲେ। ତାଙ୍କ ସ୍ଥାନ କେହି ବି ପୂରଣ କରିପାରିବେ ନାହିଁ। ଏହା ଆମ ପାଇଁ ଏକ ଅପୂରଣୀୟ କ୍ଷତି।”

ଏହାପୂର୍ବରୁ ତାମିଲନାଡୁର ଡିଏମକେ ବିଧାୟକ ଜେ ଅନବାଜହାଗନ ବି କରୋନା ଯୋଗୁ ପ୍ରାଣ ହରାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story