ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପି ଚିଦାମ୍ବରମ୍ ଗିରଫ ହେବା ସମ୍ଭାବନା ଲଗାତାର ବଢ଼ିବାରେ ଲାଗିଥିବାବେଳେ ତାଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍ଙ୍କ ସମେତ ପୂରା ପରିବାର ଏବେ ଅଡ଼ୁଆରେ ପଡ଼ିଛି। ଦିଲ୍ଲୀ ହାଇକୋର୍ଟ ଚିଦାମ୍ବରମ୍ଙ୍କୁ ଆଗୁଆ ଜାମିନ୍ ଦେବାକୁ ମନା କରିଥିବାବେଳେ ମାଡ୍ରାସ୍ ହାଇକୋର୍ଟରୁ କାର୍ତ୍ତି ଏବଂ ତାଙ୍କ ସ୍ତ୍ରୀ ନିରାଶ ହୋଇଛନ୍ତି।
ବୁଧବାର ବିଧାୟକ ଏବଂ ସାଂସଦଙ୍କ ପାଇଁ ଉଦ୍ଦିଷ୍ଟ ଏକ ସ୍ୱତନ୍ତ୍ର କୋର୍ଟ ଏକ ଆୟକର ମାମଲାରେ କାର୍ତ୍ତିଙ୍କ ଆବେଦନକୁ ଅଗ୍ରାହ୍ୟ କରିଦେଇଛନ୍ତି। କାର୍ତ୍ତି କୋର୍ଟଙ୍କଠାରୁ ଅନ୍ତରୀଣ ସୁରକ୍ଷା ମାଗିଥିଲେ।
ପୂର୍ବରୁ ଏହା ଅର୍ଥନୀତିକ ଅପରାଧ ସଂକ୍ରାନ୍ତ କୋର୍ଟରେ ଶୁଣାଣି ହେଉଥିଲା। କିନ୍ତୁ ସେ ସାଂସଦ ହେବାପରେ ଏହି ସ୍ୱତନ୍ତ୍ର କୋର୍ଟରେ ଶୁଣାଣି କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।