ଆର୍ମି ମେଡିକାଲରେ ଭର୍ତ୍ତି ହେଲେ ଟ୍ରମ୍ପ

ୱାଶିଂଟନ: କରୋନାରେ ଆକ୍ରାନ୍ତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପଙ୍କୁ ଚିକିତ୍ସା ପାଇଁ ୱାଲଟର ରିଡ୍ ଆର୍ମି ମେଡିକାଲ ସେଣ୍ଟରରେ ଭର୍ତ୍ତି କରାଯାଇଛି । ଏନେଇ ହ୍ୱାଇଟ ହାଉସ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରମ୍ପ ଏବେ କ୍ଲାନ୍ତ ଅନୁଭବ କରୁଥିଲେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଗତକାଲି ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିଲେ […]

trump-1

trump-1

Niharika Rout
  • Published: Saturday, 03 October 2020
  • Updated: 03 October 2020, 09:01 AM IST

Sports

Latest News

ୱାଶିଂଟନ: କରୋନାରେ ଆକ୍ରାନ୍ତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପଙ୍କୁ ଚିକିତ୍ସା ପାଇଁ ୱାଲଟର ରିଡ୍ ଆର୍ମି ମେଡିକାଲ ସେଣ୍ଟରରେ ଭର୍ତ୍ତି କରାଯାଇଛି । ଏନେଇ ହ୍ୱାଇଟ ହାଉସ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରମ୍ପ ଏବେ କ୍ଲାନ୍ତ ଅନୁଭବ କରୁଥିଲେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ।

ଗତକାଲି ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିଲେ ମଧ୍ୟ ମେଡିକାଲ ଏକ୍ସପର୍ଟଙ୍କ କହିବାନୁଯାୟୀ ସେ ମେଡିକାଲରେ ଆଡମିଟ ହୋଇଛନ୍ତି। ଟ୍ରମ୍ପ ମାସ୍କ ପରିଧାନ କରି ହ୍ୱାଇଟ ହାଉସରୁ ବାହାରି ଏକ ହେଲିକପ୍ଟରରେ ୱାଲଟର ରିଡ୍ ଆର୍ମି ମେଡିକାଲ ସେଣ୍ଟରକୁ ଯାଇଥିବା ଜଣାଯାଇଛି। କିଛି ଦିନ ପାଇଁ ସେ ସେଠାରୁ ନିଜ କାର୍ଯ୍ୟ ପରିଚାଳନା କରିବେ ବୋଲି ଜଣାଯାଇଛି।

ଆସନ୍ତା ମାସ ୩ ତାରିଖରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ରହିଛି । ତା’ ପୂର୍ବରୁ ଟ୍ରମ୍ପଙ୍କ ଏକାଧିକ ରାଜନୈତିକ ରାଲିର କାର୍ଯ୍ୟକ୍ରମ ଥିଲା । ତେବେ ସେଗୁଡିକ ଭର୍ଚୁଆଲ ମୋଡରେ କରାଯାଇପାରେ କିମ୍ବା ବାତିଲ ହୋଇପାରେ ବୋଲି ସୂଚନା ମିଳିଛି । ଟ୍ରମ୍ପଙ୍କ ପରିବାର ସଦସ୍ୟଙ୍କୁ ନେଇ ହେବାକୁ ଥିବା ରାଲିକୁ ମଧ୍ୟ ବାତିଲ କରାଯାଇଛି । ଅନ୍ୟପକ୍ଷରେ ଡେମୋକ୍ରାଟିକ ପ୍ରାର୍ଥୀ ଜୋ ବିଡେନଙ୍କ କରୋନା ପରୀକ୍ଷା କରାଯାଇଥିଲେ ମଧ୍ୟ ରିପୋର୍ଟ ନେଗେଟିଭ୍ ଆସିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story