ଆଙ୍କରା: ପୂର୍ବ ତୁର୍କୀରେ କୁର୍ଦ୍ଦିସ ଆତଙ୍କୀଙ୍କ ଆତ୍ମଘାତୀ ଆକ୍ରମଣରେ ରବିବାର ଦୁଇ ଜଣ ଯବାନଙ୍କ ମୃତ୍ୟୁ ଘଟିଥିବାବେଳେ ୨୪ ଜଣ ଆହତ ହୋଇଛନ୍ତି। ତୁର୍କୀର ଆଗ୍ରି ପ୍ରଦେଶ ରାଜ୍ୟପାଳଙ୍କ ଅଫିସ ପକ୍ଷରୁ କୁହାଯାଇଛି ଯେ, ବେଆଇନ ଘୋଷିତ କୁର୍ଦ୍ଦିସ ୱାର୍କସ ପାର୍ଟି ବା କେପିପି ଆତଙ୍କବାଦୀମାନେ ସେନାର ଏକ ଛାଉଣୀ ଉପରେ ଆକ୍ରମଣ କରିଥିଲେ। ଏହି କୃଷି ଗାଡିରେ ବିସ୍ଫୋରକ ଭର୍ତ୍ତି କରାଯାଇ ଏହି ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣ ପରେ ତୁର୍କୀ ସରକାର ଓ କୁର୍ଦ୍ଦିସ ଆତଙ୍କବାଦୀଙ୍କ ମଧ୍ୟରେ ସଂଘର୍ଷ ଅଧିକ ଘନୀଭୂତ ହେବ।
ସୂଚନାଯୋଗ୍ୟ, ପ୍ରାୟ ପ୍ରତ୍ୟେକ ଦିନ ତୁର୍କୀ ସେନା କୁର୍ଦ୍ଦିସ ଛାଉଣୀ ଉପରେ ଆକ୍ରମଣ କରୁଛି। ସୂଚନାମୁତାବକ ଗତ ସପ୍ତାହ ମଧ୍ୟରେ ତୁର୍କୀ ବାୟୁସେନା ଆକ୍ରମଣରେ ୨୬୦ ରୁ ଅଧିକ କୁର୍ଦ୍ଦିସ ଆତଙ୍କୀଙ୍କ ମୃତ୍ୟୁ ଘଟିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସରିଲା ଭୋଟ: ଆସିଲା ଏକଜିଟ ପୋଲ୍
ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୧୪୫।
National
ବନ୍ଧୁକ ଦେଖାଇ ଭୋଟରଙ୍କୁ ଅଟକାଉଛି ପୁଲିସ? ଭିଡିଓ ଶେୟାର କଲେ ଅଖିଲେଶ ଯାଦବ
ଭୋଟରଙ୍କୁ ବନ୍ଧୁକ ଦେଖାଇ ଧମକ ଦେଉଛି ପୁଲିସ। ଭିଡିଓ ଶେୟାର କରି ବଡ଼ ଅଭିଯୋଗ ଆଣିଲେ ଅଖିଲେଶ। କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ବାଚନ ଆୟୋଗଙ୍କୁ କଲେ ଦାବି।
National
ଚାଲିଥିଲା ଭୋଟ, ବୁଥ ଭିତରେ ଚାଲିଗଲା ବିଧାୟକ ପ୍ରାର୍ଥୀଙ୍କ ଜୀବନ
ତାଙ୍କୁ ତୁରନ୍ତ ନାନା ହସ୍ପିଟାଲକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
National
ୟୁପି ଉପ ନିର୍ବାଚନ: ଭିଡିଓ ଭାଇରାଲ ପରେ ୭ ପୁଲିସ ଅଫିସରଙ୍କୁ ନିଲମ୍ବନ କଲେ ଇସିଆଇ
ନିଲମ୍ବିତ ହୋଇଥିବା ୭ ଜଣ ପୁଲିସ୍ ଅଫିସରଙ୍କ ମଧ୍ୟରୁ କାନପୁର ଓ ମୁଜାଫରନଗରରୁ ୨ ଜଣ ଲେଖାଏ ରହିଛନ୍ତି। ସେହିପରି ମୋରଦାବାଦରେ ୩ ଜଣ ପୁଲିସ୍ ଅଫିସରଙ୍କୁ ଡ୍ୟୁଟିରୁ ହଟାଯାଇଛି।
Viral
କଲେଜ ଛାତ୍ରଙ୍କୁ ପ୍ରବଳ ପିଟିଲେ, ପଶୁଙ୍କ ଭଳି ଗାଲକୁ କାମୁଡ଼ି ଦେଲେ: ଭିଡିଓ ଭାଇରାଲ
ମାଡ଼ ମାରୁଥିବା ୩ ଜଣଙ୍କ ମଧ୍ୟରୁ ଜଣେ ଯୁବକ କଲେଜ ଛାତ୍ରଙ୍କ ଗାଲକୁ ମଧ୍ୟ ପଶୁଙ୍କ ଭଳି କାମୁଡ଼ି ଦେଇ ରକ୍ତାକ୍ତ କରି ଦେଇଛି।