ମୁମ୍ୱାଇ: ମୁମ୍ୱାଇରେ ମେଟ୍ରୋ ରେଳ ନିର୍ମାଣ କାର୍ଯ୍ୟ ବେଳେ ଆଜି ଏକ ବଡ଼ ଅଘଟଣ ଘଟିଛି। ଟନେଲ ଖୋଳିବା ସମୟରେ ପଥରର ଏକ ବଡ଼ ଖଣ୍ଡ ଖସିଯିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିସହ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଟନେଲକୁ ଖୋଳିବା ବେଳେ ଏକ ବଡ଼ ପଥରର କିଛି ଭଙ୍ଗା ଅଂଶ ଶୃଢଙ୍ଗରେ ଖସି ପଡ଼ିଥିଲା। ଫଳରେ ସେଠାରେ କାମ କରୁଥିବା ଶ୍ରମିକଙ୍କ ତାହା ତଳେ ଚାପି ହୋଇ ଯାଇଥିଲେ।
ସୂଚନାଯୋଗ୍ୟ, ମୁମ୍ୱାଇ ମେଟ୍ରୋର ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କାରରେ ଯାଉଥିବା ବେଳେ ଅନୀଲ ଦେଶମୁଖଙ୍କୁ ପଥର ମାଡ଼, ମୁଣ୍ଡ ଫାଟିଲା
ପଥର ମାଡ଼ରେ ତାଙ୍କ ମୁଣ୍ଡ ଫାଟି ଯାଇଛି। ଏଥିପାଇଁ ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
National
ଭାରତୀୟ ମତ୍ସ୍ୟଜୀବୀଙ୍କୁ ନେଇ ପଳାଉଥିଲା ପାକିସ୍ତାନ
ନୋ-ଫିଶିଂ ଜୋନରେ ମାଛ ଧରୁଥିବାବେଳେ ଧରିନେଉଥିଲା ପାକିସ୍ତାନ। ସମୁଦ୍ରରେ ପାକିସ୍ତାନୀ ଜାହାଜକୁ ଦୀର୍ଘ ଦୁଇ ଘଣ୍ଟା ପିଛା କରି ମତ୍ସ୍ୟଜୀବୀଙ୍କୁ ମୁକୁଳାଇଲା ଭାରତୀୟ କୋଷ୍ଟଗାର୍ଡ।
Politics
କ୍ଷମତାରେ ଥିବା ବେଳେ ୟୁପିଏ ଭୁଲ କରିଥିବା କଥା ସ୍ୱୀକାର କଲେ ରାହୁଲ ଗାନ୍ଧି
କ୍ଷମତାରେ ଥିବା ବେଳେ ୟୁପିଏ ଜାତିଗତ ଜନଗଣନା କରି ନଥିଲା। ୟୁପିଏ ପ୍ରଥମେ ଜାତିଗତ ଜନଗଣନା ପ୍ରସଙ୍ଗ ଉଠାଇଥିଲେ ହେଁ ଏହାକୁ କାର୍ଯ୍ୟକାରୀ ନ କରିବା ଭୁଲ ଥିଲା ବୋଲି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି କହିଛନ୍ତି।
National
ପ୍ରବେଶ ନିଷେଧ: ମୁସଲିମ ବ୍ୟବସାୟୀମାନଙ୍କୁ ମେଳାରୁ ତଡ଼ି ଦେଲେ
ସ୍ୱଦେଶୀ ମେଳାକୁ ମୁସଲିମଙ୍କ ପ୍ରବେଶ ନିଷେଦ୍ଧ ବୋଲି ମଧ୍ୟ ଆୟୋଜନକମାନେ କହିଥିବା ଅଭିଯୋଗ ହୋଇଛି। ମୁସଲିମ ବ୍ୟବସାୟୀମାନେ ଷ୍ଟଲ ବୁକ କରିବା ସହ ଆବଶ୍ୟକ ଫି’ ଦେଇଥିଲେ।
National
ଅମିତ ଶାହଙ୍କ ବୈଠକ: ଅଶାନ୍ତ ମଣିପୁର ଗଲେ ଅତିରିକ୍ତ ୫୦ ପ୍ଲାଟୁନ କେନ୍ଦ୍ରୀୟ ଫୋର୍ସ
ମଣିପୁରରେ ହିଂସା ବଢ଼ୁଥିବାରୁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ବ୍ୟାପକ କରିବାକୁ କହିଛି। ବୈଠକ ବେଳେ ସ୍ୱରାଷ୍ଟ୍ର ମନ୍ତ୍ରୀ ମଣିପୁରରେ ମୁତୟନ ହୋଇଥିବା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।