ବାଗଦାଦ: ବାଗଦାଦରେ ପ୍ରତିଷ୍ଠିତ ଏକ କନଷ୍ଟ୍ରକ୍ସନ କମ୍ପାନୀର ୧୮ ଜଣ ତୁର୍କି କର୍ମଚାରୀଙ୍କୁ କିଛି ମୁଖାପିନ୍ଧା ଆତଙ୍କୀ ଅପହରଣ କରିନେଇଛନ୍ତି। ବୁଧବାର ସକାଳୁ ଶିଟି ଜିଲ୍ଲାର ସଦର ସହରରେ ଥିବା କନଷ୍ଟ୍ରକ୍ସନ ଅଞ୍ଚଳରୁ ଆର୍ମିଡ୍ରେସ ପିନ୍ଧା କିଛି ଆତଙ୍କୀ ଏହି କର୍ମଚାରୀଙ୍କୁ ବନ୍ଧୁକ ମୁନରେ ଅପହରଣ କରିଥିବା ଜଣାପଡିଛି। ଅପହୃତ ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ୧୪ ଜଣ କର୍ମଚାରୀ, ୩ଜଣ ଇଞ୍ଜିନିୟର ଓ ଜଣେ ଆକାଉଟାଣ୍ଟ ରହିଛନ୍ତି। ସେମାନଙ୍କୁ ଆଇଏସ କିମ୍ବା ସ୍ଥାନୀୟ ବିଦ୍ରୋହୀ ଗୋଷ୍ଠୀ ଅପହରଣ କରିଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷରେ ବାଗଦାଦ୍ ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରଣାଳୟ ମୁଖାପତ୍ର ସାଦ ମନ୍ କହିଛନ୍ତି ଯେ, ଅପହରଣ ନେଇ ତଦନ୍ତ ଚାଲିଛି। ସୁରକ୍ଷାକର୍ମୀମାନେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛନ୍ତି ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।