ଅଙ୍କାରା: ଶାନ୍ତି ଶୋଭାଯାତ୍ରା ପୂର୍ବରୁ ତୁର୍କୀର ରାଜଧାନୀ ଅଙ୍କାରାରେ ଆଜି ହୋଇଛି ଦୁଇଟି ବୋମା ବିସ୍ଫୋରଣ। ସହରର ପ୍ରମୁଖ ରେଳ ଷ୍ଟେସନରେ ହୋଇଛି ଏହି ଦୁଇ ବିସ୍ପୋରଣ। ଏଥିରେ ୮୬ ଜଣଙ୍କ ଲୋକଙ୍କ ମୃତ୍ୟୁ ଘଟିଛି। ୧୮୬ ଜଣ ଆହତ ହୋଇଛନ୍ତି। ବିସ୍ଫୋରଣର କାରଣ ସମ୍ପର୍କରେ ଜଣାପଡିନାହିଁ। ଯେଉଁ ସ୍ଥାନରେ ବିସ୍ଫୋରଣ ଘଟିଛି ସେହି ସ୍ଥାନ ଦେଇ ଶାନ୍ତି ଶୋଭାଯାତ୍ରା ଅତିକ୍ରମ କରିବାର କାର୍ଯ୍ୟକ୍ରମ ଥିଲା। ଶନିବାର ଛୁଟି ଦିନ ଥିବାରୁ ବିସ୍ଫୋରଣ ଘଟି ଥିବା ସ୍ଥାନରେ ବେଶ ଭିଡ଼ ଜମି ଥିଲା। ପ୍ରତ୍ୟକ୍ଷଦର୍ଶୀମାନଙ୍କ କହିବା ଅନୁଯାୟୀ, ବିସ୍ଫୋରଣର ମାତ୍ରା ଏତେ ତୀବ୍ର ଥିଲା ଯେ ଆଖପାଖର କୋଠାଗୁଡ଼ିକ ଦୋହଲି ଯାଇଥିଲା।
ସୂଚନାଯୋଗ୍ୟ, କୁର୍ଦ୍ଦିସ ବିଦ୍ରୋହୀ ଓ ସରକାରଙ୍କ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଏହି ଶାନ୍ତି ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।
National
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ହିଂସା ପରେ ସମ୍ଭଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଆଜି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।