ଶ୍ରୀନଗର: କାଶ୍ମୀରର ପାମ୍ପୋର ଚାଲିଥିବା ଏନକାଉଣ୍ଟରରେ ଆତଙ୍କବାଦୀଙ୍କ ଗୁଳିରେ ରବିବାର ୩ଜଣ ସେନା କର୍ମଚାରୀ ପ୍ରାଣ ହରାଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ଆର୍ମି କ୍ୟାପଟେନ ରହିଛନ୍ତି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇ ୬ରେ ପହଞ୍ଚି।
ମୃତକଙ୍କ ମଧ୍ୟରେ ରହିଛନ୍ତି ୨୨ ବର୍ଷିୟ କ୍ୟାପଟେନ୍ ପୱନ କୁମାର। ତାଙ୍କ ଘର ହରିଆଣାର ଜିନ୍ଦ ଜିଲ୍ଲାରେ। ସେ ତାଙ୍କ ଟିମ୍ ସହ ଜମ୍ମୁ-କାଶ୍ମୀର ଏଣ୍ଟରପ୍ରିନରସିପ୍ ଡେଭଲପମେଣ୍ଟ ଇନଷ୍ଟିଚ୍ୟୁଟରେ ଛକି ଥିବା ଆତଙ୍କବାଦୀଙ୍କୁ ମୁକାବିଲା ପାଇଁ ପ୍ରବେଶ କରୁଥିବା ବେଳେ ଗୁଳିରେ ଟିଳିପଡିଥିଲେ। ତାଙ୍କ ମରଶରୀରକୁ ଆସନ୍ତାକାଲି ତାଙ୍କ ପୈତୃକ ଘରକୁ ନିଆଯିବ। ସୂଚନାଯୋଗ୍ୟ ଜାଠ୍ଙ୍କ ଆନ୍ଦୋଳନ ଯୋଗୁଁ ଏହି ଅଞ୍ଚଳରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଅନ୍ୟତମ ମୃତ କ୍ୟାପଟେନ୍ ହେଲେ ତୁଷାର ମହାଜନ୍। ସେହିପରି ସେନା ଗୁଳିରେ ଜଣେ ଆତଙ୍କବାଦୀର ମୃତ୍ୟୁ ଘଟିଥିବା ଜଣାପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।