ବେଙ୍ଗାଲୁରୁ: ପାର୍କରେ ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୨ ଗିରଫ

ବେଙ୍ଗାଲୁରୁ: ବେଙ୍ଗାଲୁରୁର କୁବୋନ୍ ପାର୍କରେ ଜଣେ ୩୦ ବର୍ଷିୟ ମହିଳାଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗରେ ଦୁଇଜଣ ସୁରକ୍ଷାକର୍ମୀଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ଗତକାଲି ବିଳମ୍ବିତ ରାତିରେ ଜଣେ ମହିଳା ଗଣଦୁଷ୍କର୍ମର ଶିକାର ହୋଇଥିଲେ। ଏ ନେଇ ପିଡିତା ଜଣଙ୍କ ସ୍ଥାନୀୟ ପୋଲିସ ଷ୍ଟେସନରେ ଲିଖିତ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିବା ସହ ମହିଳାଙ୍କୁ ଡାକ୍ତରୀ ମଇନା ପାଇଁ ନିକସ୍ଥ ଡାକ୍ତରଖାନାକୁ ପଠାଇ ଦିଆଯାଇଛି।

delhi-gangrape

Rakesh Mallick
  • Published: Thursday, 12 November 2015
  • , Updated: 12 November 2015, 03:29 PM IST

Related story