ଭାରତରେ ଦୁଇ କରୋନା ରୋଗୀ, ଲୋକେ ଆତଙ୍କିତ

ନୂଆଦିଲ୍ଲୀ: ଚାଇନା ସମେତ ସାରା ବିଶ୍ୱରେ ଆତଙ୍କ ଖେଳାଇ ଥିବା କରୋନା ଭାଇରସ ଏବେ ଭାରତରେ ପ୍ରବେଶ କରିଛି। ଭାରତର ଦୁଇ ଜଣ ଲୋକ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କରୋନାରେ ଜଣେ ବ୍ୟକ୍ତି ଦିଲ୍ଲୀରେ ଆକ୍ରାନ୍ତ ହୋଇଥିବା ବେଳେ ଆଉ ଜଣେ ତେଲେଙ୍ଗାନାରେ ଚିହ୍ନଟ ହୋଇଛନ୍ତି। ଉଭୟଙ୍କ ଉପରେ ନଜର ରଖାଯାଇଛି ଏବଂ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। […]

bn

bn

Hemant Lenka
  • Published: Monday, 02 March 2020
  • Updated: 02 March 2020, 03:11 PM IST

ନୂଆଦିଲ୍ଲୀ: ଚାଇନା ସମେତ ସାରା ବିଶ୍ୱରେ ଆତଙ୍କ ଖେଳାଇ ଥିବା କରୋନା ଭାଇରସ ଏବେ ଭାରତରେ ପ୍ରବେଶ କରିଛି। ଭାରତର ଦୁଇ ଜଣ ଲୋକ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କରୋନାରେ ଜଣେ ବ୍ୟକ୍ତି ଦିଲ୍ଲୀରେ ଆକ୍ରାନ୍ତ ହୋଇଥିବା ବେଳେ ଆଉ ଜଣେ ତେଲେଙ୍ଗାନାରେ ଚିହ୍ନଟ ହୋଇଛନ୍ତି। ଉଭୟଙ୍କ ଉପରେ ନଜର ରଖାଯାଇଛି ଏବଂ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

କରୋନାରେ ଆକ୍ରାନ୍ତ ହୋଇଥିବା ଦିଲ୍ଲୀର ବ୍ୟକ୍ତି ଜଣଙ୍କ ନିକଟରେ ଇଟାଲୀ ଯାଇଥିଲେ। ସେହିପରି ତେଲେଙ୍ଗାନାର ରୋଗୀ ଜଣଙ୍କ ଦୁବାଇ ଯାଇଥିଲେ। ସେଠାରୁ ଫେରିବା ପରେ ଉଭୟ ଥଣ୍ଡା ଜ୍ୱରରେ ପୀଡ଼ିତ ହୋଇଥିଲେ। ପରେ ସେମାନଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଥିଲା।

ପରୀକ୍ଷା ପରେ ଉଭୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହା ଜଣାପଡ଼ିବା ପରେ ଉଭୟଙ୍କୁ ସ୍ୱତନ୍ତ୍ର ୱାର୍ଡରେ ରଖାଯାଇ ଚିକିତ୍ସା ଯୋଗାଇ ଦିଆଯାଉଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ତେବେ ଭାରତରେ କରୋନା ଭୂତାଣୁ ପ୍ରବେଶ କରିବା ଖବର ମିଳିବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। କିନ୍ତୁ ସରକାର ଆତଙ୍କିତ ନ ହେବାକୁ ଲୋକଙ୍କୁ ବୁଝାଇଛନ୍ତି।

ଏହାପୂର୍ବରୁ କେରଳ ୩ ଜଣ ଛାତ୍ର କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିଲେ। ତେବେ ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ଚାଇନା ସମେତ ବିଶ୍ୱର ଏକାଧିକ ରାଷ୍ଟ୍ରରେ କରୋନା ଭୂତାଣୁ ଜୀବନ ନେବାରେ ଲାଗିଛି।

ଚାଇନାରେ ୨୯ ଶହରୁ ଅଧିକ ଲୋକ ଏହି ଭୂତାଣରୁରେ ପ୍ରାଣ ହରାଇଥିବା ବେଳେ ସାରା ବିଶ୍ୱରେ ମୃତ୍ୟୁସଂଖ୍ୟା ୩ ହଜାର ଅତିକ୍ରମ କରିଛି। ସେହିପରି କରୋନାରେ ପ୍ରାୟ ୮୧ ହଜାର ଲୋକ ଆକ୍ରାନ୍ତ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story