ଦୁଇ ଯବାନ ସହିଦ, ଦୁଇ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀର ବାନ୍ଦିପୋରାରେ ସେନାର ଏନକାଉଣ୍ଟର ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି। ହିଜାନ ଅଞ୍ଚଳରେ ୮ ଆତଙ୍କବାଦୀ ଲୁଚିଥିବା ଖବର ପାଇ ଆଜି ସକାଳେ ସେନା ଓ କାଶ୍ମୀର ପୋଲିସ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିଲା। ପ୍ରଥମେ ଆତଙ୍କବାଦୀଙ୍କ ପକ୍ଷରୁ ଗୁଳିମାଡ଼ ହୋଇଥିଲା। ଦୁଇ ଜଣ ଯବାନ ସହିଦ ହେବା ପରେ ସେନାର ପ୍ରତି ଜବାବରେ ଗୁଳିମାଡ଼ କରିଥିଲା। ଘଟଣାସ୍ଥଳରେ ୨ ଆତଙ୍କବାଦୀ ନିହତ […]

Rakesh Mallick
  • Published: Wednesday, 11 October 2017
  • , Updated: 11 October 2017, 01:14 PM IST

ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀର ବାନ୍ଦିପୋରାରେ ସେନାର ଏନକାଉଣ୍ଟର ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି। ହିଜାନ ଅଞ୍ଚଳରେ ୮ ଆତଙ୍କବାଦୀ ଲୁଚିଥିବା ଖବର ପାଇ ଆଜି ସକାଳେ ସେନା ଓ କାଶ୍ମୀର ପୋଲିସ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିଲା। ପ୍ରଥମେ ଆତଙ୍କବାଦୀଙ୍କ ପକ୍ଷରୁ ଗୁଳିମାଡ଼ ହୋଇଥିଲା। ଦୁଇ ଜଣ ଯବାନ ସହିଦ ହେବା ପରେ ସେନାର ପ୍ରତି ଜବାବରେ ଗୁଳିମାଡ଼ କରିଥିଲା। ଘଟଣାସ୍ଥଳରେ ୨ ଆତଙ୍କବାଦୀ ନିହତ ହୋଇଥିଲେ ବର୍ତ୍ତମାନ ମଧ୍ୟ ଗୁଳି ବିନିମୟ ଜାରି ରହିଛି।

Related story