ଆନ୍ଧ୍ରପ୍ରଦେଶ: ସୁରକ୍ଷା କର୍ମୀ-ମାଓବାଦୀ ଗୁଳି ବିନିମୟ, ୨ ମାଓବାଦୀ ମୃତ

ୱାରଙ୍ଗଲ (ଆନ୍ଧ୍ରପ୍ରଦେଶ): ଆନ୍ଧ୍ରପ୍ରଦେଶର ୱାରଙ୍ଗଲ ଜିଲ୍ଲା ନର୍ଲାପୁର ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ୨ ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଭୋରରୁ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ଜଣେ ମହିଳା ଓ ଜଣେ ପୁରୁଷ ମାଓବାଦୀଙ୍କ ମୃତ୍ୟୁ ଘଟିଛି ବୋଲି ପୋଲିସ ସୂଚନା ଦେଇଛନ୍ତି। ଏହି ଗୁଳି ବିନିମୟ ପରେ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯିବା ସହ ବିଭିନ୍ନ ସ୍ଥାନରେ ଯାଞ୍ଚ ଚାଲିଛି ।

mao

mao

Rakesh Mallick
  • Published: Tuesday, 15 September 2015
  • Updated: 15 September 2015, 12:08 PM IST

Sports

Latest News

MAOIST-GRAPHIC_2548707fୱାରଙ୍ଗଲ (ଆନ୍ଧ୍ରପ୍ରଦେଶ): ଆନ୍ଧ୍ରପ୍ରଦେଶର ୱାରଙ୍ଗଲ ଜିଲ୍ଲା ନର୍ଲାପୁର ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ୨ ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଭୋରରୁ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ଜଣେ ମହିଳା ଓ ଜଣେ ପୁରୁଷ ମାଓବାଦୀଙ୍କ ମୃତ୍ୟୁ ଘଟିଛି ବୋଲି ପୋଲିସ ସୂଚନା ଦେଇଛନ୍ତି। ଏହି ଗୁଳି ବିନିମୟ ପରେ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯିବା ସହ ବିଭିନ୍ନ ସ୍ଥାନରେ ଯାଞ୍ଚ ଚାଲିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story