ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କୀ ସଫା, ଯବାନ ଆହତ

ଶ୍ରୀନଗର: ଜମ୍ମୁ-କଶ୍ମୀର ଅନ୍ତର୍ଗତ ଅୱନ୍ତିପୁରାର ସାମବୋରା ଅଞ୍ଚଳରେ ଆଜି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଯବାନ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବାରୁ ସର୍ଚ୍ଚ ଅପରେସନ ଜାରି ରହିଛି। ସାମବୋରା ଅଞ୍ଚଳରେ ୨ରୁ ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା। ଆତଙ୍କୀମାନେ ସୁରକ୍ଷାକର୍ମୀଙ୍କୁ ଦେଖିବା ମାତ୍ରେ […]

h

h

Hemant Lenka
  • Published: Sunday, 27 September 2020
  • Updated: 27 September 2020, 10:16 PM IST

Sports

Latest News

ଶ୍ରୀନଗର: ଜମ୍ମୁ-କଶ୍ମୀର ଅନ୍ତର୍ଗତ ଅୱନ୍ତିପୁରାର ସାମବୋରା ଅଞ୍ଚଳରେ ଆଜି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଯବାନ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବାରୁ ସର୍ଚ୍ଚ ଅପରେସନ ଜାରି ରହିଛି।

ସାମବୋରା ଅଞ୍ଚଳରେ ୨ରୁ ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା। ଆତଙ୍କୀମାନେ ସୁରକ୍ଷାକର୍ମୀଙ୍କୁ ଦେଖିବା ମାତ୍ରେ ଗୁଳି ମାଡ଼ କରିଥିଲେ। ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ପାଲଟା ଜବାବ ଦିଆଯାଇଥିଲା।

ଦୀର୍ଘ ସମୟ ଧରି ଚାଲିଥିବା ଏହି ଏନକାଉଣ୍ଟର ବେଳେ ପ୍ରଥମେ ସନ୍ଧ୍ୟା ୬.୪୦ରେ ଜଣେ ଆତଙ୍କୀ ନିହତ ହୋଇଥିବା କଶ୍ମୀର ଜୋନ ପୁଲିସ୍‌ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଥିଲା। ଏହାପରେ ୭.୩୮ରେ ଆଉ ଜଣେ ଆତଙ୍କୀର ଶବ ମିଳିଥିବା ଟ୍ୱିଟ କରାଯାଇଥିଲା।

ଏଯାଏ ମୃତ ଆତଙ୍କୀଙ୍କ ପରିଚୟ ମିଳିପାରି ନାହିଁ। ଏବେ ବି ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିବା ପୁଲିସ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story