ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ନକ୍ସଲ ମୃତ

ରାଞ୍ଚି: ଓଡିଶା ସୀମାନ୍ତରେ ଥିବା ଝାଡ଼ଖଣ୍ଡର ଗୁମଲା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଦୁଇ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ଠାରୁ ଦୁଇଟି ଏକେ ୪୭ ବନ୍ଧୁକ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଅଞ୍ଚଳରେ ନକ୍ସଲ ଗତିବିଧି ନେଇ ଗୁଇନ୍ଦା ଖବର ମିଳିବା ପରେ ଝାଡ଼ଖଣ୍ଡ ପୁଲିସ ଓ ୨୦୯ କୋବ୍ରା ବାଟାଲିୟନ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା। ଗତ ଜାନୁଆରୀରେ ଏନକାଉଣ୍ଟରରେ ୫ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କଠାରୁ ୫ଟି ପିସ୍ତଲ […]

naxal

naxal

Rakesh Mallick
  • Published: Sunday, 24 February 2019
  • Updated: 24 February 2019, 11:13 AM IST

ରାଞ୍ଚି: ଓଡିଶା ସୀମାନ୍ତରେ ଥିବା ଝାଡ଼ଖଣ୍ଡର ଗୁମଲା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଦୁଇ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ଠାରୁ ଦୁଇଟି ଏକେ ୪୭ ବନ୍ଧୁକ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ଅଞ୍ଚଳରେ ନକ୍ସଲ ଗତିବିଧି ନେଇ ଗୁଇନ୍ଦା ଖବର ମିଳିବା ପରେ ଝାଡ଼ଖଣ୍ଡ ପୁଲିସ ଓ ୨୦୯ କୋବ୍ରା ବାଟାଲିୟନ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା।

ଗତ ଜାନୁଆରୀରେ ଏନକାଉଣ୍ଟରରେ ୫ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କଠାରୁ ୫ଟି ପିସ୍ତଲ ସହ ଗୋଟିଏ ଏକେ ୪୭ ଜବତ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story