/odisha-reporter/media/post_attachments/uploads/2019/02/naxal-3.jpg)
naxal
ରାଞ୍ଚି: ଓଡିଶା ସୀମାନ୍ତରେ ଥିବା ଝାଡ଼ଖଣ୍ଡର ଗୁମଲା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଦୁଇ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ଠାରୁ ଦୁଇଟି ଏକେ ୪୭ ବନ୍ଧୁକ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି।
Advertisment
ଅଞ୍ଚଳରେ ନକ୍ସଲ ଗତିବିଧି ନେଇ ଗୁଇନ୍ଦା ଖବର ମିଳିବା ପରେ ଝାଡ଼ଖଣ୍ଡ ପୁଲିସ ଓ ୨୦୯ କୋବ୍ରା ବାଟାଲିୟନ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା।
ଗତ ଜାନୁଆରୀରେ ଏନକାଉଣ୍ଟରରେ ୫ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କଠାରୁ ୫ଟି ପିସ୍ତଲ ସହ ଗୋଟିଏ ଏକେ ୪୭ ଜବତ ହୋଇଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
