Advertisment

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ନକ୍ସଲ ମୃତ

ରାଞ୍ଚି: ଓଡିଶା ସୀମାନ୍ତରେ ଥିବା ଝାଡ଼ଖଣ୍ଡର ଗୁମଲା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଦୁଇ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ଠାରୁ ଦୁଇଟି ଏକେ ୪୭ ବନ୍ଧୁକ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଅଞ୍ଚଳରେ ନକ୍ସଲ ଗତିବିଧି ନେଇ ଗୁଇନ୍ଦା ଖବର ମିଳିବା ପରେ ଝାଡ଼ଖଣ୍ଡ ପୁଲିସ ଓ ୨୦୯ କୋବ୍ରା ବାଟାଲିୟନ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା। ଗତ ଜାନୁଆରୀରେ ଏନକାଉଣ୍ଟରରେ ୫ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କଠାରୁ ୫ଟି ପିସ୍ତଲ […]

ଅଦ୍ୟତନ ହୋଇଛି
ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ନକ୍ସଲ ମୃତ

naxal

Advertisment

ରାଞ୍ଚି: ଓଡିଶା ସୀମାନ୍ତରେ ଥିବା ଝାଡ଼ଖଣ୍ଡର ଗୁମଲା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଦୁଇ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ଠାରୁ ଦୁଇଟି ଏକେ ୪୭ ବନ୍ଧୁକ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

Advertisment

ଅଞ୍ଚଳରେ ନକ୍ସଲ ଗତିବିଧି ନେଇ ଗୁଇନ୍ଦା ଖବର ମିଳିବା ପରେ ଝାଡ଼ଖଣ୍ଡ ପୁଲିସ ଓ ୨୦୯ କୋବ୍ରା ବାଟାଲିୟନ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା।

ଗତ ଜାନୁଆରୀରେ ଏନକାଉଣ୍ଟରରେ ୫ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କଠାରୁ ୫ଟି ପିସ୍ତଲ ସହ ଗୋଟିଏ ଏକେ ୪୭ ଜବତ ହୋଇଥିଲା।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe