ନୂଆଦିଲ୍ଲୀ: ଦିଲ୍ଲୀରୁ ଧରା ହେଲେ ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସଆଇର ଦୁଇ ଖବରୀ। ଦିଲ୍ଲୀରେ ଥିବା ପାକିସ୍ତାନ ହାଇକମିଶନଙ୍କ ଭିସା ଆସିଷ୍ଟାଣ୍ଟ ଭାବେ ଆସିଥିଲେ ଏହି ଦୁଇ ଖବରୀ। ହେଲେ ଏମାନେ ଅସଲରେ ଆଇଏସଆଇ ପାଇଁ କାମ କରୁଥିଲେ। ଜାଲ୍ ଭାରତୀୟ ପରିଚୟପତ୍ର ନେଇ ଦିଲ୍ଲୀରେ ବୁଲୁଥିବାବେଳେ ଧରାପଡ଼ିଛନ୍ତି।
https://twitter.com/AshishSinghNews/status/1267126357051338752
ଏବେ ସେମାନଙ୍କୁ ପାକିସ୍ତାନକୁ ହସ୍ତାନ୍ତର କରାଯିବ। ଏହି ଦୁଇ ଆଇଏସଆଇ ଖବରୀ ହେଲେ ଅବିଦ୍ ହୁସେନ୍ ଏବଂ ତହିର୍ ଖାନ୍। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭାରତ ଛାଡ଼ିବାକୁ କୁହାଯାଇଥିବା ବୈଦେଶିକ ମନ୍ତ୍ରଣାଳୟ ସୂଚନା ଦେଇଛି।
ପୂର୍ବରୁ ୨୦୧୬ରେ ପାକିସ୍ତାନ ହାଇକମିଶନଙ୍କ ଭିସା ଆସିଷ୍ଟାଣ୍ଟ ଏଭଳି କାମ କରୁଥିବାର ଦେଖିବାକୁ ମିଳିଥିଲା। ସେତେବେଳେ ପାକିସ୍ତାନ ହାଇକମିଶନଙ୍କ କାର୍ଯ୍ୟାଳୟରେ କାମ କରୁଥିବା ଅଖତର ଭାରତର ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ପାଖରେ ରଖିଥିବା ବେଳେ ଧରାପଡ଼ିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।