ଟଳିଲେ ୨ ଆତଙ୍କୀ

ଶ୍ରୀନଗର: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଆଜି ପୁଣିଥରେ ଗର୍ଜିଛି ସୁରକ୍ଷକର୍ମୀଙ୍କ ବନ୍ଧୁକ। ସୁରକ୍ଷାକର୍ମୀଙ୍କ ଗୁଳିରେ ପାକିସ୍ତାନରେ ସକ୍ରିୟ ଲସ୍କର-ଏ-ତାଏବାର ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏମାନଙ୍କ ନିକଟରୁ ବିପୁଳ ବିସ୍ଫୋରକ ଓ ଏକେ-୪୭ ବନ୍ଧୁକ ଜବତ ହୋଇଛି। ଅନନ୍ତନାଗର କୋଟୱାଲା ମୋହଲ୍ଲାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ସିଆର୍‌ପିଏଫ୍‌ ଓ ରାଜ୍ୟ ପୁଲିସ୍‌ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖିବା କ୍ଷଣି ଗୁଳିମାଡ଼ କରିଥିଲେ। ଯବାନମାନେ ମଧ୍ୟ ଏହାର […]

pulwama-encounter_912160c2-8fbf-11e8-a4ad-b76a55df4e8b

Rakesh Mallick
  • Published: Wednesday, 25 July 2018
  • Updated: 25 July 2018, 04:47 PM IST

Sports

Latest News

ଶ୍ରୀନଗର: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଆଜି ପୁଣିଥରେ ଗର୍ଜିଛି ସୁରକ୍ଷକର୍ମୀଙ୍କ ବନ୍ଧୁକ। ସୁରକ୍ଷାକର୍ମୀଙ୍କ ଗୁଳିରେ ପାକିସ୍ତାନରେ ସକ୍ରିୟ ଲସ୍କର-ଏ-ତାଏବାର ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏମାନଙ୍କ ନିକଟରୁ ବିପୁଳ ବିସ୍ଫୋରକ ଓ ଏକେ-୪୭ ବନ୍ଧୁକ ଜବତ ହୋଇଛି। ଅନନ୍ତନାଗର କୋଟୱାଲା ମୋହଲ୍ଲାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ସିଆର୍‌ପିଏଫ୍‌ ଓ ରାଜ୍ୟ ପୁଲିସ୍‌ ପକ୍ଷରୁ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଦେଖିବା କ୍ଷଣି ଗୁଳିମାଡ଼ କରିଥିଲେ। ଯବାନମାନେ ମଧ୍ୟ ଏହାର ଦୃଢ଼ ଜବାବ ଦେଇଥିଲେ। ଫଳରେ ଉଭୟ ପକ୍ଷଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟ ହୋଇଥିଲା। ଶେଷରେ ଦୁଇ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା। ଏନ୍‌କାଉଣ୍ଟର ପରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ପଥର ଫିଙ୍ଗାଳିମାନେ ରାସ୍ତାକୁ ଓହ୍ଲାଇଥିଲେ। ତେବେ ଏହାକୁ ନେଇ କୌଣସି ବଡ଼ ଅଘଟଣ ଘଟିନାହିଁ। ତଥାପି ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story