ପୁଣି ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କୀ ସଫା

ଅନନ୍ତନାଗ: କଶ୍ମୀରରେ ହିଂସା ସୃଷ୍ଟି କରିବାକୁ ଚେଷ୍ଟା ଚଳାଇଥିବା ଆତଙ୍କବାଦୀଙ୍କ ଆଉ ଏକ ଯୋଜନାକୁ ପଣ୍ଡ କରିଦେଇଛନ୍ତି ଭାରତୀୟ ସୁରକ୍ଷାକର୍ମୀ। ଆଜି ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ କୁଖ୍ୟାତ ଆତଙ୍କବାଦୀ ନିହତ ହୋଇଛନ୍ତି। ବିଜବେହରର ୱାଘମା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ଜମ୍ମୁ-କଶ୍ମୀର ପୁଲିସ, ସେନା ଓ ସିଆରପିଏଫ ଯବାନଙ୍କ ପକ୍ଷରୁ ମିଳିତ ଅପରେସନ ଆରମ୍ଭ କରିଥିଲେ। ଆତଙ୍କବାଦୀ ଲୁଚି ରହିଥିବା ଅଞ୍ଚଳକୁ ସୁରକ୍ଷାକର୍ମୀ କର୍ଡନ କରିବା କ୍ଷଣି ସେମାନେ […]

s

s

Hemant Lenka
  • Published: Tuesday, 30 June 2020
  • Updated: 30 June 2020, 04:04 PM IST

Sports

Latest News

ଅନନ୍ତନାଗ: କଶ୍ମୀରରେ ହିଂସା ସୃଷ୍ଟି କରିବାକୁ ଚେଷ୍ଟା ଚଳାଇଥିବା ଆତଙ୍କବାଦୀଙ୍କ ଆଉ ଏକ ଯୋଜନାକୁ ପଣ୍ଡ କରିଦେଇଛନ୍ତି ଭାରତୀୟ ସୁରକ୍ଷାକର୍ମୀ। ଆଜି ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ କୁଖ୍ୟାତ ଆତଙ୍କବାଦୀ ନିହତ ହୋଇଛନ୍ତି।

ବିଜବେହରର ୱାଘମା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ଜମ୍ମୁ-କଶ୍ମୀର ପୁଲିସ, ସେନା ଓ ସିଆରପିଏଫ ଯବାନଙ୍କ ପକ୍ଷରୁ ମିଳିତ ଅପରେସନ ଆରମ୍ଭ କରିଥିଲେ। ଆତଙ୍କବାଦୀ ଲୁଚି ରହିଥିବା ଅଞ୍ଚଳକୁ ସୁରକ୍ଷାକର୍ମୀ କର୍ଡନ କରିବା କ୍ଷଣି ସେମାନେ ଗୁଳିମାଡ଼ କରିଥିଲେ।

ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଦୃଢ଼ ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଚାଲିଥିବା ଏହି ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ସେମାନଙ୍କ ନିକଟରୁ ଗୋଟିଏ ଇନସାସ ରାଇଫଲ ଓ ଗୋଟିଏ ପିସ୍ତଲ ଜବତ ହୋଇଛି।

କଶ୍ମୀର ଆଇଜି ବିଜୟ କୁମାର କହିଛନ୍ତି, “ୱାଘମାରେ ଦୁଇ ଜଣ ହାର୍ଡକୋର ଆତଙ୍କବାଦୀ ନିହତ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଅନନ୍ତନାଗ ପୁଲିସ ଓ ସୁରକ୍ଷାକର୍ମୀ ୫ ଜଣ ଆତଙ୍କବାଦୀଙ୍କୁ ମାରି ସାରିଲେଣି। ଆତଙ୍କବାଦ ନିରୋଧ ଅପରେସନରେ ପୁଲିସ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story