ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀରର କୁପ୍‌ୱାଡା ଜିଲ୍ଲାର ହନ୍ଦୱାଡାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିୟମ ହୋଇଛି। ଏଥିରେ ଦୁଇ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଖବର ଲେଖାଯିବା ସୁଦ୍ଧା ସର୍ଚ୍ଚ ଅପରେସନ୍ ଜାରି ରହିଛି। ଗୁଳିବିନିମୟ ସମୟରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଥିଲା। ଏହା ସହିତ ସର୍ଚ୍ଚ ଅପରେସନ୍ ଚାଲିଥିବା ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗତକାଲି ବିଳମ୍ୱିତ ରାତି ପ୍ରାୟ ୨ଟା୩୦ରୁ ଏହି ଅପରେସନ୍‌ ଆରମ୍ଭ ହୋଇଥିଲା।

kashmir

kashmir

Jyoshna Pradhan
  • Published: Tuesday, 11 September 2018
  • Updated: 11 September 2018, 04:48 AM IST

ଶ୍ରୀନଗର: ଜମ୍ମୁ-କଶ୍ମୀରର କୁପ୍‌ୱାଡା ଜିଲ୍ଲାର ହନ୍ଦୱାଡାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିୟମ ହୋଇଛି। ଏଥିରେ ଦୁଇ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଖବର ଲେଖାଯିବା ସୁଦ୍ଧା ସର୍ଚ୍ଚ ଅପରେସନ୍ ଜାରି ରହିଛି।

ଗୁଳିବିନିମୟ ସମୟରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଥିଲା। ଏହା ସହିତ ସର୍ଚ୍ଚ ଅପରେସନ୍ ଚାଲିଥିବା ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଗତକାଲି ବିଳମ୍ୱିତ ରାତି ପ୍ରାୟ ୨ଟା୩୦ରୁ ଏହି ଅପରେସନ୍‌ ଆରମ୍ଭ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos