ନୂଆଦିଲ୍ଲୀ: ଦିଲ୍ଲୀରେ ବହୁଚର୍ଚ୍ଚିତ ଉବେର ଟାକ୍ସି ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଶିବ କୁମାର ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଦିଲ୍ଲୀର ତିସ ହଜାରି କୋର୍ଟ ଆଜି ଏହି ରାୟ ଶୁଣାଇଛନ୍ତି। ଅକ୍ଟୋବର ୨୩ରେ ଦଣ୍ଡ ବିଧାନ ଘୋଷଣା କରିବେ କୋର୍ଟ। ଗତ ବର୍ଷ ଡିସେମ୍ୱର ୫ ତାରିଖରେ ଏହି ଅଘଟଣ ହୋଇଥିଲା। ଦିଲ୍ଲୀର ଜଣେ ୨୪ ବର୍ଷୀୟ ଯୁବତୀ ମୋବାଇଲ ଆପ୍ଲିକେସନ୍ ମାଧ୍ୟମରେ ଉବେର ଟ୍ୟାକ୍ସି ସେବାର ସାହାଯ୍ୟ ନେଇଥିଲେ। ଯିବାବେଳେ ଟାକ୍ସି ଡ୍ରାଇଭର ଶିବ କୁମାର ତାଙ୍କୁ ଦୁଷ୍କର୍ମ କରି ଫେରାର ହୋଇଯାଇଥିଲା। ପରେ ୭ ତାରିଖରେ ତାକୁ ମଥୁରାରୁ ଗିରଫ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଇସ୍ତଫା ଦେଲେ ମହାରାଷ୍ଟ୍ରର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେ!
ମହାରାଷ୍ଟ୍ର ନିର୍ବାଚନରେ କଂଗ୍ରେସର ବଡ଼ ପରାଜୟ ପରେ ସେ ନିଜ ପଦରୁ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେଉଛି।
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ଫଡନାବିସଙ୍କୁ ସମର୍ଥନ କଲେ ଅଜିତ ପାଓ୍ୱାର
ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଆସନରେ କିଏ ବସିବ ତାକୁ ନେଇ ଜାରି ରହିଛି ସସ୍ପେନ୍ସ। ଏହାରି ଭିତରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି ଦେବେନ୍ଦ୍ର ଫଡନାବସ, ଅଜିତ ପାଓ୍ୱାର ଓ ଏକନାଥ ସିନ୍ଦେ।
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।
National
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ହିଂସା ପରେ ସମ୍ଭଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଆଜି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।