ନୂଆଦିଲ୍ଲୀ: ରବିବାର କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି ଦେଶର ୭୫ଟି ଜିଲ୍ଲାରେ ଲକ୍ଡାଉନ୍ ଲାଗୁ ହେବ। ଏହି ସବୁ ଜିଲ୍ଲାରେ କେବଳ ଜରୁରୀକାଳୀନ ସେବା ଚାଲୁ ରହିବ। କରୋନା ଆକ୍ରାନ୍ତଙ୍କୁ ଆଖି ଆଗରେ ରଖି ଏହି ସବୁ ଜିଲ୍ଲାଙ୍କୁ ଚିହ୍ନଟ କରାଯାଇଛି।
ସାରା ଦେଶରେ ଏଭଳି ୭୫ଟି ଜିଲ୍ଲା ଚିହ୍ନଟ କରାଯାଇଛି। ଏହି କଟକଣା ଆସନ୍ତା ମାର୍ଚ୍ଚ ୩୧ ଯାଏ ରହିବ। କ୍ୟାବିନେଟ୍ ସଚିବ ରାଜୀବ ଗୌବା ଏବଂ ପ୍ରଧାନମନ୍ତ୍ରୀଙ୍କ ପ୍ରିନ୍ସିପାଲ ସଚିବ ପିକେ ମିଶ୍ର ଏକ ଭିଡିଓ କନ୍ଫରେନ୍ସ ସମୟରେ ଏହି ସତର୍କବାଣୀ ଜାରି କରିଛନ୍ତି।
କେନ୍ଦ୍ର ସରକାର ଏହି ଅବସରରେ କହିଛନ୍ତି, ବିଭିନ୍ନ ରାଜ୍ୟ ଲକ୍ଡାଉନ୍ ଆରମ୍ଭ କରିସାରିଛନ୍ତି। ସ୍ଥିତି ଦେଖି ସେମାନେ ଏହି ତାଲିକା ବୃଦ୍ଧି କରିପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ପ୍ରବଳ ଥଣ୍ଡା, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ସ୍କୁଲ ଛୁଟି
ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଅନୁଭୂତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି।
National
ଆଶ୍ଚର୍ଯ୍ୟ! ଡାକ୍ତର ଘୋଷଣା କରିଥିଲେ ମୃତ, କିନ୍ତୁ ଜୀବନ ଫେରାଇ ଦେଲା ହମ୍ପସ
ଡାକ୍ତରଙ୍କ ଦ୍ୱାରା ମୃତ ଘୋଷିତ ହୋଇଥିବା ଜଣେ ବୃଦ୍ଧ ଘଟଣାକ୍ରମରେ ଜୀବିତ ଅବସ୍ଥାରେ ହସ୍ପିଟାଲରୁ ବାହାରିଛନ୍ତି।
National
ବାହା ହେବା ନିଶାରେ ଭାରତରୁ ପାକିସ୍ତାନ ପଳାଇଲେ, କିନ୍ତୁ...
ଯେଉଁ ଅନାଲାଇନ ବନ୍ଧୁଙ୍କୁ ବାହା ହେବାକୁ ଯୁବକ ଜଣଙ୍କ ଏତେ ରିସ୍କ ନେଇଥିଲେ, ସେ ନିଜେ ହିଁ ତାଙ୍କ ବାହାଘର ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ଦେଇଛନ୍ତି।
Crime
ପୁଲିସ ଉପରେ ଗାଡି ଚଢ଼ାଇ ଚମ୍ପଟ ମାରିଲେ ଗଞ୍ଜେଇ ଗ୍ୟାଙ୍ଗ; ଦେଖନ୍ତୁ ଭିଡିଓ
ପୂର୍ବରୁ ସୂଚନା ପାଇ ଗଞ୍ଜେଇ ଗ୍ୟାଙ୍ଗକୁ ଧରିବା ପାଇଁ ଟୋଲ ପ୍ଲାଜାରେ ଅଟକାଇଥିଲା ପୁଲିସ। ଗାଡ଼ି ଚଢ଼ାଇ ଫେରାର୍ ହୋଇଗଲେ ଗଞ୍ଜେଇ ମାଫିଆ।
Crime
ପଡ଼ୋଶୀଙ୍କୁ ହତ୍ୟା କଲେ ବାପ-ପୁଅ, କଟା ମୁଣ୍ଡ ଧରି ଥାନାରେ ପହଞ୍ଚିଲେ
ସୁରେଶଙ୍କ ଝିଅ ଫେରାର ହେବା ପଛରେ ରାମଚନ୍ଦ୍ରଙ୍କ ହାତ ଥିବା ଆଶଙ୍କାରେ ତାଙ୍କୁ ବାପ-ପୁଅ ମାରି ଦେଇଛନ୍ତି।