୭୫ ଜିଲ୍ଲାରେ ଲକ୍‌ଡାଉନ୍‌ ପାଇଁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ରବିବାର କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି ଦେଶର ୭୫ଟି ଜିଲ୍ଲାରେ ଲକ୍‌ଡାଉନ୍‌ ଲାଗୁ ହେବ। ଏହି ସବୁ ଜିଲ୍ଲାରେ କେବଳ ଜରୁରୀକାଳୀନ ସେବା ଚାଲୁ ରହିବ। କରୋନା ଆକ୍ରାନ୍ତଙ୍କୁ ଆଖି ଆଗରେ ରଖି ଏହି ସବୁ ଜିଲ୍ଲାଙ୍କୁ ଚିହ୍ନଟ କରାଯାଇଛି। ସାରା ଦେଶରେ ଏଭଳି ୭୫ଟି ଜିଲ୍ଲା ଚିହ୍ନଟ କରାଯାଇଛି। ଏହି କଟକଣା ଆସନ୍ତା ମାର୍ଚ୍ଚ ୩୧ ଯାଏ ରହିବ। କ୍ୟାବିନେଟ୍ ସଚିବ ରାଜୀବ ଗୌବା ଏବଂ ପ୍ରଧାନମନ୍ତ୍ରୀଙ୍କ ପ୍ରିନ୍ସିପାଲ ସଚିବ ପିକେ ମିଶ୍ର ଏକ […]

janta

Subrat Kumar Nayak
  • Published: Sunday, 22 March 2020
  • , Updated: 22 March 2020, 05:05 PM IST

ନୂଆଦିଲ୍ଲୀ: ରବିବାର କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି ଦେଶର ୭୫ଟି ଜିଲ୍ଲାରେ ଲକ୍‌ଡାଉନ୍‌ ଲାଗୁ ହେବ। ଏହି ସବୁ ଜିଲ୍ଲାରେ କେବଳ ଜରୁରୀକାଳୀନ ସେବା ଚାଲୁ ରହିବ। କରୋନା ଆକ୍ରାନ୍ତଙ୍କୁ ଆଖି ଆଗରେ ରଖି ଏହି ସବୁ ଜିଲ୍ଲାଙ୍କୁ ଚିହ୍ନଟ କରାଯାଇଛି।

ସାରା ଦେଶରେ ଏଭଳି ୭୫ଟି ଜିଲ୍ଲା ଚିହ୍ନଟ କରାଯାଇଛି। ଏହି କଟକଣା ଆସନ୍ତା ମାର୍ଚ୍ଚ ୩୧ ଯାଏ ରହିବ। କ୍ୟାବିନେଟ୍ ସଚିବ ରାଜୀବ ଗୌବା ଏବଂ ପ୍ରଧାନମନ୍ତ୍ରୀଙ୍କ ପ୍ରିନ୍ସିପାଲ ସଚିବ ପିକେ ମିଶ୍ର ଏକ ଭିଡିଓ କନ୍‌ଫରେନ୍ସ ସମୟରେ ଏହି ସତର୍କବାଣୀ ଜାରି କରିଛନ୍ତି।

କେନ୍ଦ୍ର ସରକାର ଏହି ଅବସରରେ କହିଛନ୍ତି, ବିଭିନ୍ନ ରାଜ୍ୟ ଲକ୍‌ଡାଉନ୍‌ ଆରମ୍ଭ କରିସାରିଛନ୍ତି। ସ୍ଥିତି ଦେଖି ସେମାନେ ଏହି ତାଲିକା ବୃଦ୍ଧି କରିପାରିବେ।

Related story