କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କରୋନାରେ ଆକ୍ରାନ୍ତ

ବେଙ୍ଗାଲୁରୁ: ମହମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି ଆଉ ଜଣେ କେନ୍ଦ୍ରମନ୍ତ୍ରୀ। ଆଜି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏ ସମ୍ପର୍କରେ ସେ ନିଜେ ସୂଚନା ଦେଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇଥିଲେ ହେଁ ହୋମ ଆଇସୋଲେସନରେ ରହିଛନ୍ତି। ପ୍ରହ୍ଲାଦ ଯୋଶୀ ଟ୍ୱିଟ କରି କହିଛନ୍ତି, “ମୋର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ମୁଁ କରୋନାରେ ଆକ୍ରାନ୍ତ ହୋଇଥିଲେ ହେଁ କୌଣସି ଲକ୍ଷଣ ଅନୁଭବ କରିନାହିଁ। […]

n

n

Hemant Lenka
  • Published: Wednesday, 07 October 2020
  • Updated: 07 October 2020, 09:48 PM IST

ବେଙ୍ଗାଲୁରୁ: ମହମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି ଆଉ ଜଣେ କେନ୍ଦ୍ରମନ୍ତ୍ରୀ। ଆଜି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏ ସମ୍ପର୍କରେ ସେ ନିଜେ ସୂଚନା ଦେଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇଥିଲେ ହେଁ ହୋମ ଆଇସୋଲେସନରେ ରହିଛନ୍ତି।

ପ୍ରହ୍ଲାଦ ଯୋଶୀ ଟ୍ୱିଟ କରି କହିଛନ୍ତି, “ମୋର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ମୁଁ କରୋନାରେ ଆକ୍ରାନ୍ତ ହୋଇଥିଲେ ହେଁ କୌଣସି ଲକ୍ଷଣ ଅନୁଭବ କରିନାହିଁ। ଡାକ୍ତରଙ୍କ ପରାମର୍ଶକ୍ରମେ ମୁଁ ହୋମ ଆଇସୋଲେସନରେ ରହିଛି।”

ନିକଟରେ ଶେଷ ହୋଇଥିବା ସଂସଦର ମୌସୁମୀ ଅଧିବେଶନରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ନିୟମ ଅନୁସାରେ ସେତେବେଳେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲେ ହେଁ ରିପୋର୍ଟ ନେଗେଟିଭ ଆସିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story