ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ବିଜେପି ବିଧାୟକ କୁଲଦୀପ ସେନ୍ଗରଙ୍କ ନାମରେ ଦୁଷ୍କର୍ମ ଅଭିଯୋଗ ଆଣିଥିବା ପୀଡ଼ିତାଙ୍କ ସହିତ ଅନ୍ୟ ୨ ଜଣ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଛନ୍ତି। ଏହି ଦୁର୍ଘଟଣାରେ ପୀଡ଼ିତାଙ୍କ ମା' ଓ ମାଉସୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ସେମାନେ ଯାଉଥିବା ଗାଡ଼ିଟିର ସାମ୍ନା ପଟ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।
ରବିବାର ସେମାନେ ଜଣେ ସମ୍ପର୍କୀୟଙ୍କୁ ଭେଟିବାକୁ ରାଏବରେଲୀ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା।
ତାଙ୍କ ସହିତ ଓକିଲ ମହେନ୍ଦ୍ର ସିଂହ ମଧ୍ୟ ଥିଲେ। ସେ ଏହି ଦୁର୍ଘଟଣାରେ ଆହତ ହୋଇଛନ୍ତି। ପୀଡ଼ିତା ଏବଂ ଓକିଲ ବର୍ତ୍ତମାନ ମେଡିକାଲ ୟୁନିଭର୍ସିଟିରେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଥିବାବେଳେ ଟ୍ରକ୍କୁ ପୁଲିସ୍ ଜବତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।