ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁଗୁଲ ସର୍ଚ୍ଚ ଇଞ୍ଜିନରେ ସବୁଠୁ ଆଗରେ ରହିଛନ୍ତି। ଦେଶ ବିଦେଶରେ ୨୧ ଜୁନରୁ ୧୮ ଜୁଲାଇ ମଧ୍ୟରେ ହୋଇଥିବା ଗୁଗୁଲ ସର୍ଚ୍ଚରୁ ଏହି ସୂଚନା ମିଳିଛି। ଗୁଗୁଲ ସର୍ଚ୍ଚରେ ଯୋଗୀଙ୍କ ବାବଦରେ ଅଧିକ ଲୋକ ଜାଣିବା ପାଇଁ ଇଚ୍ଛା କରିଥିବା ବେଳେ ଦ୍ୱିତୀୟରେ ରହିଛନ୍ତି ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଅଖିଲେଶ ସିଂହ ଯାଦବ। ସେହିପରି ତୃତୀୟରେ ବହୁଜନ ସମାଜ ପାର୍ଟିର ପ୍ରମୁଖ ମାୟାବତୀ ଥିବା ବେଳେ ଚତୁର୍ଥରେ ରହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେହିପରି ପଞ୍ଚମ ସ୍ଥାନରେ ପ୍ରିୟଙ୍କା ଗାନ୍ଧି ଭାଡ୍ରା ରହିଛନ୍ତି।
ସୂଚନାଯୋଗ୍ୟ, ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଗୁଲ ସର୍ଚ୍ଚରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇ ଦେଇଥିଲେ। ମୋଦି ଏବେ ଗୁଗୁଲ ଇଞ୍ଜିନରେ ସବୁଠାରୁ ଅଧିକ ସର୍ଚ୍ଚ କରାଯାଉଥିବା ବ୍ୟକ୍ତି ହୋଇ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଜିତ କୁମାରଙ୍କ ଭୟଙ୍କର କାର ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲା ଜୀବନ
ଦୁବାଇ ଗ୍ରାଣ୍ଡ ଫିକ୍ସରେ ଅଭ୍ୟାସ ବେଳେ ନିୟନ୍ତ୍ରଣ ହରାଇ ରେସିଂ ଟ୍ରାକ୍ କଡ଼ରେ ଥିବା କାନ୍ଥରେ ପିଟି ହୋଇଥିଲା ଅଜିତଙ୍କ କାର। ଦୁର୍ଘଟଣାରେ ଅଭିନେତାଙ୍କର ବିଶେଷ କିଛି କ୍ଷତି ହୋଇନାହିଁ।
Crime
ଘରେ ଚୋରି କରିବାକୁ ପଶିଥିଲା ଚୋର, କିଛି ନମିଳିବାରୁ ମହିଳାଙ୍କୁ...
ଚୋରି କରିବାକୁ କୌଣସି ମୂଲ୍ୟବାନ ସାମଗ୍ରୀ ନପାଇବାରୁ ଘରେ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇଲା ଚୋର। ମହିଳାଙ୍କ ଅଭିଯୋଗ ପରେ ଅଭିଯୁକ୍ତ ଚୋରକୁ ଧରିଛି ପୁଲିସ।
National
ବ୍ରିଜ ଉପରୁ ୩୧ଟି କୁକୁରଙ୍କୁ ଫୋପାଡ଼ି ଦେଲେ
ଗୋଟିଏ ସାମାଜିକ ଅନୁଷ୍ଠାନ ପକ୍ଷରୁ ଏନେଇ ପୁଲିସ୍ରେ ଅଭିଯୋଗ କରାଯାଇଛି। ସେମାନଙ୍କ କହିବା କଥା ଯେ ଜାନୁଆରୀ ୪ ତାରିଖରେ ଇଡୁମୈଲାରାମ ଗାଁ ନିକଟ ବ୍ରିଜରେ ପୂରା ଘଟଣା ଘଟିଛି।
National
ସଲମାନ୍ ଖାନଙ୍କ ଘରେ ଲାଗିଲା ବୁଲେଟ୍ ପ୍ରୁଫ୍ ଗ୍ଲାସ୍
ସଲମାନଙ୍କ ଘର ସମ୍ମୁଖରେ ପୁଣିଥରେ ସନ୍ଦିଗ୍ଧ ଗତିବିଧି ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ବାନ୍ଦ୍ରାସ୍ଥିତ ଘରେ ଏଥର ଜନ୍ମଦିନ ପାଳନ କରିନଥିଲେ ସଲମାନ।
National
ରାଷ୍ଟ୍ରୀୟ ସ୍ମୃତି ସ୍ଥଳରେ ହେବ ପ୍ରଣବ ମୁଖାର୍ଜୀଙ୍କ ସ୍ମାରକୀ
୨୦୨୦ ମସିହା ଅଗଷ୍ଟ ମାସରେ ଶ୍ରୀ ମୁଖାର୍ଜୀଙ୍କ ଦେହାନ୍ତ ହୋଇଥିଲା। ଏହାର ୪ ବର୍ଷ ପରେ କେନ୍ଦ୍ର ସରକାର ପ୍ରଣବ ଦା’ଙ୍କ ସ୍ମାରକୀ ପାଇଁ ଜମି ଦେଇଛନ୍ତି।