ପ୍ରୟାଗରାଜ: ଉତ୍ତର ପ୍ରଦେଶ ପ୍ରୟାଗରାଜର ଜଣେ ଯୁବକ ନୂଆ ଯମୁନା ବ୍ରିଜର ଶୀର୍ଷକୁ ଜାତୀୟ ପତାକା ଧରି ଉଠିଯାଇଛନ୍ତି। ଯଦି ଇସ୍ରୋ ବିକ୍ରମ ଲ୍ୟାଣ୍ଡର ସହ ଯୋଗାଯୋଗ କରିବାରେ ବିଫଳ ହେବ ତାହେଲେ ସେ ତଳକୁ ଓହ୍ଲାଇବେ ନାହିଁ ବୋଲି ସେ କହିଛନ୍ତି।
ଯୁବକର ନାମ ରଜନୀକାନ୍ତ। ତାଙ୍କ ଘର ପ୍ରୟାଗରାଜର ମଣ୍ଡା ନିବାସୀ। ସୋମବାର ରାତିରେ ନୂଆ ଯମୁନା ବ୍ରିଜରେ ଥିବା ଖୁଣ୍ଟର ଶୀର୍ଷ ଭାଗକୁ ସେ ଚଢ଼ିଯାଇଛନ୍ତି।
ସେପ୍ଟେମ୍ୱର ୭ରେ ଚନ୍ଦ୍ରପୃଷ୍ଠରେ ଲ୍ୟାଣ୍ଡର ବିକ୍ରମ ଅବତରଣ କରିବା ପୂର୍ବରୁ ଇସ୍ରୋ ସହ ଯୋଗାଯୋଗ ବିଛିନ୍ନ ହୋଇଥିଲା। ଏହାପରେ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ପାଖିଆ ହୋଇ ପଡ଼ିଥିବା ଚନ୍ଦ୍ର ଚାରିପଟେ ଘୁରି ବୁଲିଥିବା ଅର୍ବିଟର ଫଟୋ ଜରିଆରେ ସୂଚନା ଦେଇଛି ଇସ୍ରୋକୁ।
ଇସ୍ରୋ ବିକ୍ରମ ଲ୍ୟାଣ୍ଡରକୁ ଚନ୍ଦ୍ରର ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ କରିବାକୁ ଲକ୍ଷ୍ୟ ରଖିଥିଲେ ହେଲେ ଏହି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଂ କରିବା ସହିତ ଇସ୍ରୋ ସହ ଯୋଗାଯୋଗ ବିଛିନ୍ନ କରିଛି।
ଏବେ ଇସ୍ରୋ କତ୍ତୃପକ୍ଷ ବିକ୍ରମ ଲ୍ୟାଣ୍ଡର ସହ ଯୋଗାଯୋଗା କରିବା ପାଇଁ ସମସ୍ତ ପ୍ରକାର ଚେଷ୍ଟା କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
‘ଅବିଭକ୍ତ ଭାରତ’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ
୧୮୭୫ ମସିହା ଜାନୁଆରୀ ୧୫ରେ ଭାରତୀୟ ପାଣିପାଗ ବିଭାଗ ସ୍ଥାପନ ହୋଇଥିଲା। ତେବେ ଏହାର ବହୁ ପୂର୍ବରୁ ପାଣିପାଗ ସମ୍ପର୍କରେ ତଥ୍ୟ ପାଇଁ ବିଭିନ୍ନ ମେସିନ ସ୍ଥାପନ କରାଯାଇଥିଲା।
Politics
ଶରଦ ପାୱାରଙ୍କ ମୁହଁରେ ଆରଏସଏସର ପ୍ରଶଂସା
ଆରଏସଏସ ପ୍ରତି ଏହାର ସଦସ୍ୟଙ୍କ ରହିଥିବା ଉତ୍ସର୍ଗୀକୃତ ମନୋଭାବକୁ ସେ ସମସ୍ତଙ୍କ ପାଇଁ ଉଦାହରଣ ବୋଲି କହିଛନ୍ତି।
National
ସ୍କୁଲଗୁଡ଼ିକୁ ବୋମା ଧମକ ମିଳିବା ପଛରେ ଦ୍ୱାଦଶ ଶ୍ରେଣୀ ଛାତ୍ର
ପିଲାଟି ପ୍ରାୟ ୨୩ ଥର ବିଭିନ୍ନ ସ୍କୁଲକୁ ଇ-ମେଲ ଯୋଗେ ବୋମା ଧମକ ଦେଇଥିଲା। କେବଳ ନିଜ ସ୍କୁଲକୁ ଛାଡ଼ି ଆଉ ସବୁ ସ୍ଥାନକୁ ସେ ଧମକପୂର୍ଣ୍ଣ ଇ-ମେଲ ପଠାଉଥିଲା। ଏବେ ତା’ର କାଉନସିଲିଂ ଚାଲିଥିବା ଡିସିପି ଚୌହାନ ସୂଚନା ଦେଇଛନ୍ତି।
National
ବିଜେପିର ପୂର୍ବତନ ବିଧାୟକଙ୍କ ଘରେ IT ରେଡ: ମିଳିଲା କୋଟି କୋଟି ଟଙ୍କା ସହ ୩ଟି କୁମ୍ଭୀର
ଏହି କୁମ୍ଭୀର ଗୁଡ଼ିକୁ ଖାଇବା ପିଇବାକୁ ଦେଇ ଶ୍ରୀ ରାଥୋର ତାଙ୍କ ପୋଖରୀରେ ପାଳିଥିଲେ।
Politics
ତେଜିଲା ଆପ୍ ଓ ବିଜେପି ପୋଷ୍ଟର ୱାର: ଗାଲିବାଜ ଦାନବ ବନାମ ପୂର୍ବାଞ୍ଚଳର ଶତ୍ରୁ
ଆପ୍ ପକ୍ଷରୁ ଅତିରିକ୍ତ ଭାବେ ଜାରି କରାଯାଇଥିବା ପୋଷ୍ଟରର ଶୀର୍ଷକ ‘ବିଜେପି କେ ଗାଲିବାଜ ଦାନବ ସେ ଦିଲ୍ଲୀ ରହେ ସତର୍କ’ ରଖାଯାଇଛି। ଗାଲିବାଜ ଦାନବ ପୋଷ୍ଟରରେ ଅମିତ ଶାହ, ମନୋଜ ତିୱାରୀ, ରମେଶ ବିଧୁରୀ, ବୀରେନ୍ଦ୍ର ସଚଦେବା ଓ ପ୍ରବେଶ ବର୍ମାଙ୍କ ଫଟୋ ରହିଛି।