ଲକ୍ଷ୍ନୌ: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ଅନୁମତି କ୍ରମେ ରାଜ୍ୟପାଳ ରାମ ନାଏକ ଆଜି ଦୁଇ କ୍ୟାବିନେଟ୍ ମନ୍ତ୍ରୀଙ୍କୁ ବରଖାସ୍ତ କରିଛନ୍ତି। ସେମାନେ ହେଲେ ଖଣି ମନ୍ତ୍ରୀ ଗାୟତ୍ରୀ ପ୍ରସାଦ ପ୍ରଜାପତି ଓ କୃଷି, ମତ୍ସ୍ୟ, ପଞ୍ଚାୟତିରାଜ ମନ୍ତ୍ରୀ ରାଜ କିଶୋର ସିଂହ।
ଏହି ଦୁଇ ମନ୍ତ୍ରୀଙ୍କୁ ବିଦା କରିବା ପରେ ଖଣି ବିଭାଗର ଅତିରିକ୍ତ ଦାୟିତ୍ୱ ମୁଖ୍ୟମନ୍ତ୍ରୀ ନିଜ ପାଖରେ ରଖିଛନ୍ତି। ପଞ୍ଚାୟତିରାଜ ବିଭାଗର ଦାୟିତ୍ୱ ସମାଜ ମଙ୍ଗଳ କଲ୍ୟାଣ ମନ୍ତ୍ରୀ ରାମଗୋବିନ୍ଦ ଚୌଧୁରୀଙ୍କ ପାଖରେ ରହିବ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମହିଳାଙ୍କ ଚୁଟି କାଟି କଳା ବୋଳିଦେଲେ, ଗଛରେ ବାନ୍ଧି ଦେଲେ ଗରମ ଚେଙ୍କ
ସର୍ବ ସମ୍ମୁଖରେ ମହିଳାଙ୍କ ଚୁଟି କାଟିଦେଲେ। ମୁହଁରେ କଳା ବୋଳିଦେଲେ। ସେତିକିରେ ସରିଲାନି ନିର୍ଯାତନାର କାହାଣୀ। ମହିଳାଙ୍କୁ ଗଛରେ ବାନ୍ଧି ଦୁଇ ଦିନ କାଳ ଦେଇ ଚାଲିଲେ ଗରମ ଚେଙ୍କ ।
National
କ୍ୟାନ୍ସର୍ ପାଇଁ 'ସ୍ପେଶାଲ ଡାଏଟ୍'କୁ ବିରୋଧ, ସିଦ୍ଧୁଙ୍କ ପତ୍ନୀଙ୍କୁ ୮୫୦ କୋଟିର ନୋଟିସ୍
ସ୍ପେଶାଲ୍ ଡାଏଟ୍ ସହାୟତାରେ କ୍ୟାନସରରୁ ସୁସ୍ଥ ହୋଇଥିବା ଦାବି କରିବା ପରେ, ନବଜୋତ କୌର ସିଦ୍ଧୁଙ୍କୁ ୮୫୦ କୋଟି ଟଙ୍କାର ନୋଟିସ୍ ପଠାଇଛି ଛତିଶଗଡ଼ ସିଭିଲ୍ ସୋସାଇଟି।
National
ମୋ’ ଦୁଇ ଛୁଆଙ୍କ ତଣ୍ଟି ଚିପି ଦେଲା ପତ୍ନୀ, ସ୍ୱାମୀ ଆଣିଲେ ସାଂଘାତିକ ଅଭିଯୋଗ
ମା’ଙ୍କ ଉପସ୍ଥିତିରେ ଘରୁ ମିଳିଲା ପୁଅଝିଅଙ୍କ ମୃତଦେହ। ରଶିରେ ବେକକୁ ଚିପି ଉଭୟଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
National
ମାଡ଼ି ଆସୁଛି ବାତ୍ୟା 'ଫେଙ୍ଗଲ', ଆଜି କରିବ ଲ୍ୟାଣ୍ଡଫଲ୍
ସାଇକ୍ଲୋନ୍ ଫେଙ୍ଗଲ ଏବେ ଚେନ୍ନାଇଠାରୁ ୨୫୦ କିମି ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।