ନୂଆଦିଲ୍ଲୀ: ଚଳିତ ମାସ ଚାରି ତାରିଖରେ ହୋଇଥିବା ୟୁପିଏସସି ପ୍ରଲିମ୍ସ ପରୀକ୍ଷା ଫଳ ପ୍ରକାଶ ପାଇଛି। ପରୀକ୍ଷା ହେବାର ମାତ୍ର ୨୦ ଦିନ ମଧ୍ୟରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇଛି। ୟୁପିଏସସିର ଅଫିସିଆଲ୍ ଓ୍ୱେବସାଇଟରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇଛି। ଏବେ ଯେଉଁମାନେ ଉତ୍ତୀର୍ଣ୍ଣ ହୋଇଛନ୍ତି ସେମାନେ ଫର୍ମ-୧ (ଡିଏଏଫ-୧) ଫର୍ମ ପୂରଣ କରିବେ। ୟୁପିଏସସିର ଅଫିସିଆଲ ଓ୍ୱେବସାଇଟରେ ଏହି ଫର୍ମ ଅକ୍ଟୋବର ୨୮ରୁ ଉପଲବ୍ଧ ହେବ। ନଭେମ୍ୱର ୧୧ ସଂଧ୍ୟା ୬ଟା ଯାଏ ଫର୍ମ ପୂରଣ କରିହେବ। ଆସନ୍ତାବର୍ଷ ଜାନୁଆରୀ ୮ରେ ୟୁପିଏସସି ମେନ୍ ପରୀକ୍ଷା ହେବ ବୋଲି ଜଣାପଡ଼ିଛି।
ୟୁପିଏସସି ପ୍ରିଲିମ ପରୀକ୍ଷାରେ ୬ ଲକ୍ଷରୁ କମ୍ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଦେଶର ୭୨ଟି ବିଭିନ୍ନ ସହରରେ ପରୀକ୍ଷା ହୋଇଥିଲା। ଏହି ପରୀକ୍ଷା ପ୍ରଥମେ ୩୧ ମେରେ ଅନୁଷ୍ଠିତ ହେବାର ଥିଲା କିନ୍ତୁ କରୋନା କାରଣରୁ ଏହାକୁ ସ୍ଥଗିତ ରଖାଯାଇଥିଲା। ତା’ପରେ ୫ ଜୁନ୍ ରେ, UPSC ୪ ଅକ୍ଟୋବର ନୂଆ ତାରିଖ ଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରାଜ୍ୟପାଳ ଲାଟ୍ ସାହେବ ପଦ ନୁହେଁ: ରଘୁବର
ଓଡ଼ିଶା ରାଜ୍ୟପାଳ ପଦରୁ ଅବ୍ୟାହତି ପରେ ଗତକାଲି ବିଧିବଦ୍ଧ ଭାବେ ରଘୁବର ଦାସ ପୁଣି ବିଜେପିରେ ସାମିଲ ହୋଇଛନ୍ତି।
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।