ନ୍ୟୁୟର୍କ: ଇରାକରେ ଆଇଏସ୍ ଆଇଏସ ରାସାୟନିକ ଅସ୍ତ୍ରଶସ୍ତ୍ର ନିର୍ମାଣ କରୁଥିବା ଏକ ଫ୍ୟାକ୍ଟ୍ରୀ ଉପରେ ବୋମାମାଡ କରିଛି ଆମେରିକାର ବାୟୁ ସେନା। ଆଜି ଏହି ସୂଚନା ଦେଇଛନ୍ତି ଆମେରିକା ବାୟୁସେନାର ଜଣେ ଉଚ୍ଚପଦସ୍ଥ କର୍ମଚାରୀ।
ଏୟାରଫୋର୍ସ ଏଲ୍ଟି.ଜେନେରାଲ ଜେଫ୍ରୀ ହ୍ୟାରିଜିଆନ୍ କହିଛନ୍ତି,“ଉଚ୍ଚକ୍ଷମତା ସମ୍ପନ୍ନ ୧୨ଟି ଏୟାରକ୍ରାଫ୍ଟ ବିଭିନ୍ନ ଦିଗରୁ ଆଇଏସ୍ର ଏହି ରସାୟନିକ ଫ୍ୟାକ୍ଟ୍ରୀ ଉପରେ ବୋମାମାଡ କରିଥିଲା। ଏହି ବିମାନ ଗୁଡିକ ୫୦ଟି ଦିଗରୁ ବୋମାମାଡ କରିଥିଲା।”
୫ ବର୍ଷରୁ ଅଧିକ ଦିନ ହେବ ସିରିଆର ରାଷ୍ଟ୍ରପତି ବଶର ଅଲ୍ ଅଶଦ୍ ଓ ଆଇଏସ୍ ମିଳିତ ଭାବେ ଏହିଠାରେ ରସାୟନିକ ଅସ୍ତ୍ରଶସ୍ତ୍ର ନିର୍ମାଣ କରୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମହିଳାଙ୍କ ଚୁଟି କାଟି କଳା ବୋଳିଦେଲେ, ଗଛରେ ବାନ୍ଧି ଦେଲେ ଗରମ ଚେଙ୍କ
ସର୍ବ ସମ୍ମୁଖରେ ମହିଳାଙ୍କ ଚୁଟି କାଟିଦେଲେ। ମୁହଁରେ କଳା ବୋଳିଦେଲେ। ସେତିକିରେ ସରିଲାନି ନିର୍ଯାତନାର କାହାଣୀ। ମହିଳାଙ୍କୁ ଗଛରେ ବାନ୍ଧି ଦୁଇ ଦିନ କାଳ ଦେଇ ଚାଲିଲେ ଗରମ ଚେଙ୍କ ।
National
କ୍ୟାନ୍ସର୍ ପାଇଁ 'ସ୍ପେଶାଲ ଡାଏଟ୍'କୁ ବିରୋଧ, ସିଦ୍ଧୁଙ୍କ ପତ୍ନୀଙ୍କୁ ୮୫୦ କୋଟିର ନୋଟିସ୍
ସ୍ପେଶାଲ୍ ଡାଏଟ୍ ସହାୟତାରେ କ୍ୟାନସରରୁ ସୁସ୍ଥ ହୋଇଥିବା ଦାବି କରିବା ପରେ, ନବଜୋତ କୌର ସିଦ୍ଧୁଙ୍କୁ ୮୫୦ କୋଟି ଟଙ୍କାର ନୋଟିସ୍ ପଠାଇଛି ଛତିଶଗଡ଼ ସିଭିଲ୍ ସୋସାଇଟି।
National
ମୋ’ ଦୁଇ ଛୁଆଙ୍କ ତଣ୍ଟି ଚିପି ଦେଲା ପତ୍ନୀ, ସ୍ୱାମୀ ଆଣିଲେ ସାଂଘାତିକ ଅଭିଯୋଗ
ମା’ଙ୍କ ଉପସ୍ଥିତିରେ ଘରୁ ମିଳିଲା ପୁଅଝିଅଙ୍କ ମୃତଦେହ। ରଶିରେ ବେକକୁ ଚିପି ଉଭୟଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
National
ମାଡ଼ି ଆସୁଛି ବାତ୍ୟା 'ଫେଙ୍ଗଲ', ଆଜି କରିବ ଲ୍ୟାଣ୍ଡଫଲ୍
ସାଇକ୍ଲୋନ୍ ଫେଙ୍ଗଲ ଏବେ ଚେନ୍ନାଇଠାରୁ ୨୫୦ କିମି ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।