ଓ୍ୱାଶିଂଟନ: ଚାଇନିଜ୍ ଆପ୍ସ ଟିକଟକ ଉପରେ ରୋକ୍ ଲଗାଇଥିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏବେ ଏହା ଉପରେ ରୋକ୍ ଲଗାଇଛନ୍ତି ସ୍ଥାନୀୟ କୋର୍ଟ। ବିଳମ୍ବିତ ରାତିରେ ୱାଶିଂଟନ୍ର ସ୍ଥାନୀୟ କୋର୍ଟର ବିଚାରପତି ଏହି ରୋକ୍ ଲଗାଇଛନ୍ତି।
ଜାତୀୟ ସୁରକ୍ଷା ସ୍ୱାର୍ଥ ଦର୍ଶାଇ ଟିକ୍ ଟକ୍ ଉପରେ ପ୍ରତିବନ୍ଧକ ଲଗାଇଥିଲେ ଡୋନାଲ୍ଡ ଟ୍ରମ୍ପ। ଟ୍ରମ୍ପ କହିଥିଲେ ଯେ ଏହି ଆପ୍ସ ଜରିଆରେ ଚୀନ୍ ଆମେରିକା ଲୋକଙ୍କ ତଥ୍ୟ ନେଉଛି।
ଖବର ଅନୁଯାୟୀ ଟ୍ରମ୍ପଙ୍କ ନିଷ୍ପତ୍ତି ୱାଲମାର୍ଟ ଏବଂ ଓରାକଲ ମୁଖ୍ୟଙ୍କ ସହିତ ବୈଠକ ପରେ ହୋଇଥିଲା। ଚାଇନାର କମ୍ପାନୀ ବାଇଟ୍ ଡାନ୍ସ ଟିକ୍-ଟକ୍ ଆପର ନିର୍ମାତା। ଆମେରିକାରେ ପ୍ରାୟ ଦଶ କୋଟି ଟିକ୍ ଟକ୍ ୟୁଜର୍ସ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।
Viral
୩ୟ ଶ୍ରେଣୀ ଛାତ୍ରୀଙ୍କୁ ହୃଦଘାତ, ସ୍କୁଲରେ ଚାଲିଗଲା ଜୀବନ: ଭିଡିଓ ଭାଇରାଲ୍
ହାର୍ଟ ଆଟାକ ଯେ କେବଳ ପ୍ରାପ୍ତ ବୟସ୍କଙ୍କୁ ହୋଇଥାଏ, ତା’ହା ଭାବିବା ଭୁଲ। କାରଣ ଛୋଟ ପିଲା ମଧ୍ୟ ଏହାର ଶିକାର ହେବାରେ ଲାଗିଛନ୍ତି।
National
ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ତଳେ ଫସିଛନ୍ତି ବହୁ ଶ୍ରମିକ
ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ପୁଲିସ ସୂଚନା ଦେଇଛି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ସମେତ ଏନଡିଆରଏଫ୍, ଏସଡିଆରଏଫ୍ ଓ ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।
National
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା।