କାନପୁର: ଉତ୍ତର ପ୍ରଦେଶର କାନପୁର ଜିଲ୍ଲାର ଏକ ଗାଁରେ ଅଜଣା ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦୦ରୁ ଅଧିକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏମାନେ ସମସ୍ତ ଜ୍ୱରର ଆକ୍ରାନ୍ତ ହେବା ପରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମୁଣ୍ଡ ମଧ୍ୟ ବୁଲାଉଛି। ଡାକ୍ତରମାନେ ସେମାନଙ୍କ ଚିକିତ୍ସା କରୁଛନ୍ତି। ତେବେ ରୋଗର କାରଣ ଏଯାଏଁ ଜଣାପଡ଼ି ନାହିଁ। ଅନ୍ୟପକ୍ଷରେ ଗାଁ ଲୋକେ ଅଭିଯୋଗ କରିଛନ୍ତି ଯେ ଏ ଘଟଣାକୁ ନେଇ ପ୍ରଶାସନ ଗମ୍ଭୀର ନୁହେଁ। ସରକାର ତୁରନ୍ତ ସାହାଯ୍ୟ ଯୋଗାଇ ଦେବାକୁ ଗାଁ ଲୋକେ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।