ଉତ୍ତର ପ୍ରଦେଶ: ଅଜଣା ରୋଗରେ ୩ ମୃତ, ୫୦୦ରୁ ଅଧିକ ଆକ୍ରାନ୍ତ

କାନପୁର: ଉତ୍ତର ପ୍ରଦେଶର କାନପୁର ଜିଲ୍ଲାର ଏକ ଗାଁରେ ଅଜଣା ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ  ୫୦୦ରୁ ଅଧିକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏମାନେ ସମସ୍ତ ଜ୍ୱରର ଆକ୍ରାନ୍ତ ହେବା ପରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମୁଣ୍ଡ ମଧ୍ୟ ବୁଲାଉଛି। ଡାକ୍ତରମାନେ ସେମାନଙ୍କ ଚିକିତ୍ସା କରୁଛନ୍ତି। ତେବେ ରୋଗର କାରଣ ଏଯାଏଁ ଜଣାପଡ଼ି ନାହିଁ। ଅନ୍ୟପକ୍ଷରେ ଗାଁ ଲୋକେ ଅଭିଯୋଗ କରିଛନ୍ତି ଯେ ଏ ଘଟଣାକୁ ନେଇ ପ୍ରଶାସନ ଗମ୍ଭୀର ନୁହେଁ। […]

kanpur

Rakesh Mallick
  • Published: Sunday, 16 August 2015
  • , Updated: 16 August 2015, 05:17 AM IST

କାନପୁର: ଉତ୍ତର ପ୍ରଦେଶର କାନପୁର ଜିଲ୍ଲାର ଏକ ଗାଁରେ ଅଜଣା ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ  ୫୦୦ରୁ ଅଧିକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏମାନେ ସମସ୍ତ ଜ୍ୱରର ଆକ୍ରାନ୍ତ ହେବା ପରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମୁଣ୍ଡ ମଧ୍ୟ ବୁଲାଉଛି। ଡାକ୍ତରମାନେ ସେମାନଙ୍କ ଚିକିତ୍ସା କରୁଛନ୍ତି। ତେବେ ରୋଗର କାରଣ ଏଯାଏଁ ଜଣାପଡ଼ି ନାହିଁ। ଅନ୍ୟପକ୍ଷରେ ଗାଁ ଲୋକେ ଅଭିଯୋଗ କରିଛନ୍ତି ଯେ ଏ ଘଟଣାକୁ ନେଇ ପ୍ରଶାସନ ଗମ୍ଭୀର ନୁହେଁ। ସରକାର ତୁରନ୍ତ ସାହାଯ୍ୟ ଯୋଗାଇ ଦେବାକୁ ଗାଁ ଲୋକେ ଦାବି କରିଛନ୍ତି।

Related story