ନୂଆଦିଲ୍ଲୀ: ଉତ୍ତରାଖଣ୍ଡ ଅସ୍ଥା ଭୋଟରେ ହରୀଶ ରାୱତ ବିଜୟ ଲାଭ କରିଛନ୍ତି। ଆସ୍ଥା ଭୋଟରେ ସେ ଜିତିଥିବା ନେଇ ଆଜି ଆଟର୍ଣ୍ଣି ଜେନେରାଲ୍ ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଛନ୍ତି। ଏଥିସହ ଶୀଘ୍ର ଉତ୍ତରାଖଣ୍ଡରୁ ରାଷ୍ଟ୍ରପତି ଶାସନ ପ୍ରତ୍ୟାହାର ହେବ ବୋଲି ମଧ୍ୟ କୋର୍ଟଙ୍କୁ ସେ ଜଣାଇଛନ୍ତି। ଫଳରେ ପୁଣି ଥରେ ହରୀଶ ରାୱତ ମୁଖ୍ୟମନ୍ତ୍ରୀ ପଦକୁ ଫେରିବେ।
ଗତକାଲି ହୋଇଥିବା ଆସ୍ଥା ଭୋଟରେ ୩୩ ଜଣ ବିଧାୟକ ହରିଶ ରାୱତଙ୍କ ସପକ୍ଷରେ ଭୋଟ ଦେଇଥିବା ବେଳେ ବିରୋଧରେ ୨୮ଟି ଭୋଟ ପଡିଥିଲା।୭୦ ଆସନ ବିଶିଷ୍ଟ ବିଧାନସଭାରୁ ୯ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପରେ ୬୧ ଜଣ ସଦସ୍ୟ ଗତକାଲି ଭୋଟରେ ଅଂଶଗ୍ରହଣ କରିଥିଲେ। ଆବଶ୍ୟକ ହେଉଥିବା ସଂଖ୍ୟାଠାରୁ ଅଧିକ ୨ ଜଣ ବିଧାୟକଙ୍କ ସମର୍ଥନ ପାଇଥିଲେ ହରିଶ।
ଗତ ମାର୍ଚ୍ଚ ୨୭ ତାରିଖରେ ଉତ୍ତରାଖଣ୍ଡରେ ରାଷ୍ଟ୍ରପତି ଶାସନ ଲାଗୁ କରିଥିଲା କେନ୍ଦ୍ର। ଏହାକୁ ଚାଲେଞ୍ଜ କରି ଅଦାଲତଙ୍କ ଦ୍ୱାରସ୍ଥ ହୋଇଥିଲେ ହରିଶ ରାୱତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।