ନୂଆଦିଲ୍ଲୀ: ରବିବାର ଉତ୍ତରାଖଣ୍ଡ ବିଜେପିର ୪୦ କାର୍ଯ୍ୟକର୍ତ୍ତାଙ୍କୁ ବହିଷ୍କୃତ କରିଛି। ଏମାନେ ଦଳ ବିରୋଧୀ କାର୍ଯ୍ୟ କରିଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି। ସେମାନେ ସ୍ଥାନୀୟ ପଞ୍ଚାୟତ ନିର୍ବାଚନରେ ଦଳର ସମର୍ଥିତ ପ୍ରାର୍ଥୀଙ୍କ ବିରୋଧରେ ପ୍ରାର୍ଥୀ ହୋଇଥିଲେ।
ବିଜେପିର ଉତ୍ତରାଖଣ୍ଡ ବିଜେପି ଅଜୟ ଭଟ୍ଟ ସାଂଗଠନିକ କମିଟିର ସୁପାରିସ ଓ ରିପୋର୍ଟ ଆଧାରରେ ଏହି ପଦକ୍ଷେପ ନେଇଛନ୍ତି। ଜିଲ୍ଲା ସ୍ତରର କିମଟିରୁ ଏନେଇ ରିପୋର୍ଟ ମଗାଯାଇଥିଲା। ରାଜ୍ୟ ବିଜେପି ସମ୍ପାଦକ ରାଜେନ୍ଦ୍ର ଭଣ୍ଡାରୀ ଏନେଇ ସୂଚନା ଦେଇଛନ୍ତି।
ପ୍ରାଥମିକ ଅବସ୍ଥାରେ ପ୍ରଥମେ ସେମାନଙ୍କୁ ମିଳିଥିବା ପଦବଦବୀ ହଟାଇ ଦିଆଯାଇଛି। ପରେ ଅନ୍ୟ ନିଷ୍ପତ୍ତି ମଧ୍ୟ ପର୍ଯ୍ୟରୟ କ୍ରମେ ନିଆଯିବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ରାଜ୍ୟର ୧୨ଟି ଜିଲ୍ଲାରେ ଆସନ୍ତା ମାସ ୬ ତାରିଖରୁ ୨୧ ତାରିଖ ଯାଏ ନିର୍ବାଚନ ଅନୁଷ୍ଠିତ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।
National
ମିଲିଟାରୀ ଅଞ୍ଚଳରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ, ପରିବାର ଲୋକ ଆଣିଲେ ଦୁଷ୍କର୍ମ ଅଭିଯୋଗ
ଗତକାଲି ସନ୍ଧ୍ୟାରୁ ନାବାଳିକା ଜଣଙ୍କ ନିଖୋଜ ରହିଥିଲେ। ବାପା ମା’ ରାତି ତମାମ ନିଖୋଜ ଝିଅକୁ ଖୋଜିଥିଲେ ହେଁ କୌଣସି ପ୍ରକାରର ସୁଫଳ ପାଇ ନଥିଲେ।
National
୩୫୦ ଫୁଟ ତଳକୁ ଖସିଲା ସେନା ଗାଡ଼ି, ୫ ଯବାନ ମୃତ
ବର୍ତ୍ତମାନ ସୁଦ୍ଧା ୫ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଉଦ୍ଧାର କରାଯାଇ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Politics
ଅନାସ୍ଥା ପ୍ରସ୍ତାବକୁ ନେଇ ମୁହଁ ଖୋଲିଲେ ରାଜ୍ୟସଭା ଅଧ୍ୟକ୍ଷ: କହିଲେ- ବାଇପାସ ସର୍ଜରୀ ପାଇଁ ପରିବାର କଟା ଛୁରୀ
ଆଜି ପ୍ରଥମଥର ପାଇଁ ଉପ ରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହି ଅନାସ୍ଥା ପ୍ରସ୍ତାବ ଉପରେ ମୁହଁ ଖୋଲିଛନ୍ତି।
National
ଆମ୍ବେଦକର ବିବାଦ: ରଣକ୍ଷେତ୍ର ପାଲଟିଲା ପୌରପାଳିକାର ବୈଠକ
ନିକଟରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ପ୍ରଣେତା ବିଆର ଆମ୍ବେଦକରଙ୍କ ସମ୍ପର୍କରେ କରିଥିବା ଟିପ୍ପଣୀ ପ୍ରସଙ୍ଗ ପୌରପାଳିକା ବୈଠକରେ ଉଠିଥିଲା।