ଡେରାଡୁନ୍: ଉତ୍ତରାଖଣ୍ଡ ଜଙ୍ଗଲରେ ବ୍ୟାପିଥିବା ନିଆଁକୁ ଆୟତ୍ତ କରିବା ପାଇଁ ଆଜି ଏନ୍ଡିଆର୍ଏଫ୍ର ତିନୋଟି ଟିମ୍କୁ ପଠାଯାଇଛି। ଶହ ଶହ ଏକର ଜଙ୍ଗଲରେ ନିଆଁ ବ୍ୟାପିବାରେ ଲାଗିଛି। ନିଆଁ ଲାଗିବା ଦ୍ୱାରା ଚମୋଲି ବେଶୀ କ୍ଷତିଗ୍ରସ୍ତ ହୋଇଛି।
ଏନ୍ଡିଆର୍ଏଫ୍ର ୧୫୦ କର୍ମଚାରୀଙ୍କ ୩ଟିମ୍କୁ ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ପଠାଇ ଦିଆଯାଇଛି। ଦିଲ୍ଲୀର ଦୁଇଟି ଓ ଡେରାଡୁନ୍ର ଗୋଟିଏ ଏନ୍ଡିଆର୍ଏଫ୍ ଟିମ୍ ପହଞ୍ଚି ଅପରେସନ୍ ଆରମ୍ଭ କରିଛନ୍ତି।
ନିଆଁ ଲାଗିବା ଦ୍ୱାରା ଶହ ଶହ ଗ୍ରାମ ପ୍ରଭାବିତ ହୋଇଥିବା ବେଳେ ୧୩ଟି ଜିଲ୍ଲାର ୧୯୦୦ ହେକ୍ଟର ଜମି ନଷ୍ଟ ହୋଇଯାଇଛି।
ଗ୍ରୀଷ୍ମ ପ୍ରବାହ ଓ ପବନ ବୋହିବା ଯୋଗୁଁ ନିଆଁ ଚାରି ଆଡ଼େ ବ୍ୟାପିବାରେ ଲାଗିଛି। ନିଆଁ ଲାଗିବା ଫଳରେ ରୁଦ୍ର ପ୍ରୟୋଗର ୮୨ଟି ଗାଁ ନଷ୍ଟ ହୋଇଯାଇଛି। ପ୍ରାୟ ୭୦ ହେକ୍ଟର ଜଙ୍ଗଲ ଅଞ୍ଚଳରେ ନିଆଁ ଲାଗିଥିବା ବେଳେ ୪୨ ହଜାର ଲୋକେ ପ୍ରଭାବିତ ହୋଇଛନ୍ତି।
ଚମୋଲି ଜଙ୍ଗଲରେ ନିଆଁ ଲାଗି ପ୍ରାୟ ୨୦୦ ଗାଁ ଛାରଖାର ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।