ନୂଆଦିଲ୍ଲୀ: ଉତ୍ତରାଖଣ୍ଡରେ ରାଷ୍ଟ୍ରପତି ଶାସନ ଜାରିକୁ ଚ୍ୟାଲେଞ୍ଜ୍ କରି ଏମ୍ଏଲ୍ ଶର୍ମା ନାମକ ଜଣେ ଆଡଭୋକେଟ୍ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ କରିଥିଲେ ଏବଂ ଏନେଇ ଶୀଘ୍ର ଶୁଣାଣି କରିବାକୁ ନିବେଦନ କରି ଥିଲେ। ସୁପ୍ରିମକୋର୍ଟ ତାଙ୍କ ଆବେଦନକୁ ଗ୍ରହଣ କରି ଆସନ୍ତା ସପ୍ତାହରେ ଏହାର ଶୁଣାଣି କରିବାକୁ କହିଛନ୍ତି।
ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଟି.ଏସ୍ ଠାକୁର, ଜଷ୍ଟିସ୍ ଆର୍ ବାନୁମତୀ ଓ ୟୁ ୟୁ ଲଲିତଙ୍କୁ ନେଇ ଗଠିତ ବେ ଆଜି କହିଥିଲେ ଯେ ଏହାର ଶୁଣାଣି ଆସନ୍ତା ସପ୍ତାହକୁ ରଖାଗଲା
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଲାଞ୍ଚ ଅଭିଯୋଗକୁ ଆଦାନୀ ଗ୍ରୁପ୍ର ଖଣ୍ଡନ, କହିଲା- ଏହା ସମ୍ପୂର୍ଣ୍ଣ ମିଥ୍ୟା
ଆଦାନୀ ଗ୍ରୀନ ଏନର୍ଜୀ ଏକ ବୟାନ ଜାରି ଲାଞ୍ଚ ଅଭିଯୋଗକୁ ନେଇ ନିଜ ସ୍ପଷ୍ଟୀକରଣ ରଖିଛି।
National
ଟ୍ରକ୍କୁ ଧକ୍କା ଦେଲା କାର୍, ଚାଲିଗଲା ୫ ଡାକ୍ତରଙ୍କ ଜୀବନ
ଏହି ଦୁର୍ଘଟଣାରେ ୫ ଡାକ୍ତରଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।