୩୧ ଡିସେମ୍ବର ଯାଏ ବଢ଼ିଲା ଗାଡ଼ି କାଗଜପତ୍ର ଅବଧି

ନୂଆଦିଲ୍ଲୀ: ମହାମାରୀ କରୋନାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପୁଣିଥରେ ଗାଡ଼ି ଡକ୍ୟୁମେଣ୍ଟ ଭ୍ୟାଲିଡିଟି ଅବଧିକୁ ବୃଦ୍ଧି କରିଛନ୍ତି। ଏବେ ଡିସେମ୍ବର ୩୧ ଯାଏ ସମସ୍ତ ଗାଡ଼ିର କାଗଜପତ୍ରର ବୈଧ ରହିବ। ଯଦି କାଗଜପତ୍ରର ଭ୍ୟାଲିଡିଟି ଶେଷ ହୋଇଯିବ, ତା’ହେଲେ ବି ତାଙ୍କୁ କୌଣସି ଫାଇନ ଦେବାକୁ ପଡ଼ିବ ନାହିଁ। ଏ ସମ୍ପର୍କରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦେଇଛନ୍ତି। ଏଥିସହ ସମସ୍ତ ରାଜ୍ୟ ସରକାରମାନଙ୍କୁ କେନ୍ଦ୍ର ପକ୍ଷରୁ ଆଡଭାଇଜରି ଜାରି କରାଯାଇଛି।

୪ର୍ଥ ଥର ପାଇଁ କେନ୍ଦ୍ର ସରକାର ଗାଡ଼ି କାଗଜପତ୍ରର ଅବଧି ବୃଦ୍ଧି କରିଛନ୍ତି। ଏହାର ଅର୍ଥ ଡିସେମ୍ବର ୩୧ ଯାଏ ଫିଟନେସ, ପରମିଟ, ଡ୍ରାଇଭିଂ ଲାଇସେନ୍ସ, ପଞ୍ଜୀକରଣ କିମ୍ବା ଅନ୍ୟ ସମସ୍ତ ପ୍ରକାରର ଡ୍ୟକୁମେଣ୍ଟ ବୈଧ ବୋଲି ଧରାଯିବ। ପୂର୍ବରୁ କେନ୍ଦ୍ର ସରକାର ସେପ୍ଟେମ୍ବର ୩୦ ଯାଏ କାଗଜପତ୍ରର ଅବଧିକୁ ବୃଦ୍ଧି କରିଥିଲେ।

ଆହୁରି ପଢ଼ନ୍ତୁ

ସୁଶାନ୍ତ ସିଂ ମୃତ୍ୟୁ ମାମଲା, ଜୟା ଓ ଶ୍ରୁତିଙ୍କୁ ସମନ୍ କଲା ଏନସିବି

ପାରମ୍ପରିକ ଠାରୁ ଅଲଗା ହେବ ଅଯୋଧ୍ୟାର ମସଜିଦ୍

୨୦୨୨ ସୁଦ୍ଧା ଅଭିବୃଦ୍ଧି ହାର ୧୯% ବଢ଼ିବ ବୋଲି ଆକଳନ କଲା କେନ୍ଦ୍ର

ଭାରତ ବିରୋଧରେ ୧୯୬୨ ନୀତି ଆପଣାଉଛି ଚୀନ୍!

ଡୋମିକିଲ ସାର୍ଟିଫିକେଟ ପାଇଁ ବଢ଼ୁଛି ଆବେଦନକାରୀଙ୍କ ସଂଖ୍ୟା

ପିଭିସି ପାଇପରେ ଡ୍ରଗ୍ସ ପଠାଇଥାନ୍ତା ପାକିସ୍ତାନ, ଯୋଜନା ପଣ୍ଡ କଲା ବିଏସଏଫ୍

ଦିଲ୍ଲୀ କ୍ୟାପିଟାଲ୍ସକୁ ଝଟକା: ଆହତ ଯୋଗୁ ବାଦ୍ ପଡ଼ିଲେ ଇଶାନ୍ତ ଶର୍ମା

କରୋନା ଲଢ଼େଇରେ ବିଜୟୀ ହେଲେ ଶତାୟୁ ମହିଳା

ରାଜ୍ୟସଭାରେ କୃଷି ବିଲ୍ ପାରିତ: ରୁଲ୍ ବୂୁକ୍ ଚିରିଲେ, ମାଇକ ଭାଙ୍ଗିଲେ ବିରୋଧୀ

ଆଜି ଗେଲ୍-ରାବଡା ଓ ଅଶ୍ୱିନ୍-ମ୍ୟାକ୍ସୱେଲ୍ ମୁକାବିଲା

୨୪ ବର୍ଷ ପରେ ରାଜ୍ୟସଭାର ସାଂସଦ ଭାବରେ ଶପଥ ନେଲେ ଦେବଗୌଡ଼ା

ପୁଲିସ ଗୁଳିରେ ଦୁଇ ମାଓବାଦୀ ମୃତ