Advertisment

ଭିଏଚପି ନେତା ଅଶୋକ ସିଂଘଲଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର

ନୂଆଦିଲ୍ଲୀ: ଗତ ଶୁକ୍ରବାର ହଠାତ୍ ଅସୁସ୍ଥ ହୋଇପଡ଼ିଥିବା ବିଶ୍ୱ ହିନ୍ଦୁ ପରିଷଦ ନେତା ଅଶୋକ ସିଘଂଲଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ୮୯ ବର୍ଷୀୟ ସିଂଘଲଙ୍କୁ ଗୁଡଗାଁଓର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ କହିବାନୁସାରେ ରବିବାର ସକାଳେ ସେ ଆଖି ଖୋଲିଥିଲେ। ଆଜି ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିବା ଫଳରେ ଲୋକଙ୍କୁ ଦେଖା କରିବା ପାଇଁ ଅନୁମତି ଦିଆଯାଇଛି। ଶନିବାର ବିଜେପି ଅଧ୍ୟକ୍ଷ ଅମିତ ଶାହା ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା […]

ଭିଏଚପି ନେତା ଅଶୋକ ସିଂଘଲଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର

ashok

Advertisment

ନୂଆଦିଲ୍ଲୀ: ଗତ ଶୁକ୍ରବାର ହଠାତ୍ ଅସୁସ୍ଥ ହୋଇପଡ଼ିଥିବା ବିଶ୍ୱ ହିନ୍ଦୁ ପରିଷଦ ନେତା ଅଶୋକ ସିଘଂଲଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ୮୯ ବର୍ଷୀୟ ସିଂଘଲଙ୍କୁ ଗୁଡଗାଁଓର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ କହିବାନୁସାରେ ରବିବାର ସକାଳେ ସେ ଆଖି ଖୋଲିଥିଲେ। ଆଜି ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିବା ଫଳରେ ଲୋକଙ୍କୁ ଦେଖା କରିବା ପାଇଁ ଅନୁମତି ଦିଆଯାଇଛି। ଶନିବାର ବିଜେପି ଅଧ୍ୟକ୍ଷ ଅମିତ ଶାହା ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ହସପିଟାଲ୍ ଯାଇ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe