ବେଙ୍ଗାଲୁରୁ: ଏଆଇଏଡିଏମକେରୁ ବହିଷ୍କୃତ ହୋଇଥିବା ଭିକେ ଶଶିକଳା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏଥିପାଇଁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏବେ ୬୩ ବର୍ଷୀୟ ଶଶିକାଳଙ୍କୁ ଡାକ୍ତରୀ ଟିମ୍ ଚିକିତ୍ସା ଯୋଗାଇ ଦେଉଛନ୍ତି। ତେବେ ଜେଲ୍ରେ ଥିବା ବେଳେ ଶଶିକଳା କେମିତି କରୋନାରେ ଆକ୍ରାନ୍ତ ହେଲେ, ତା’କୁ ନେଇ ପ୍ରଶ୍ନ ଉଠିବାରେ ଲାଗିଛି।
ଜେଲ୍ରେ ଥିବା ବେଳେ ଶଶିକଳାଙ୍କ ଶରୀରରେ ଜ୍ୱର ବଢ଼ିଥିଲା। ପ୍ରଥମ ଟେଷ୍ଟରେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। ଏହାପରେ ଏକାଧିକ ଟେଷ୍ଟ ପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଛି।
ଶଶିକଳା ବେଙ୍ଗାଲୁରୁ ଜେଲ୍ରେ ଥିଲେ। କିନ୍ତୁ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅମ୍ଳଜାନ ସ୍ତର ୮୦% ରହିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଶଶିକଳାଙ୍କୁ ୪ ବର୍ଷ ଜେଲଦଣ୍ଡ ମିଳିଥିଲା। ଆସନ୍ତା ସପ୍ତାହରେ ସେ ଜେଲ୍ରୁ ମୁକୁଳିବାର ଥିଲା। କିନ୍ତୁ ଏହାପୂର୍ବରୁ ହିଁ ସେ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସାମାନ୍ୟ ସୁଧୁରିବା ପରେ ପୁଣି ସିଭିୟର ହେଲା ଦିଲ୍ଲୀର ପ୍ରଦୂଷଣ
୨୪ ଘଣ୍ଟା ମଧ୍ୟରେ ବାୟୁ ଗୁଣବତ୍ତା ସୂଚକାଙ୍କ ବା ଏକ୍ୟୁଆଇ ୪୦୧ରେ ପହଞ୍ଚିଛି। ଏହାର ଅର୍ଥ ଦିଲ୍ଲୀରେ ପ୍ରଦୂଷଣ ପୁଣି ସାଂଘାତିକ ସ୍ତର ଛୁଇଁଛି।
National
ସ୍ଥିତି ସାଂଘାତିକ: ମଣିପୁର ଗଲେ ଆଉ ୧୦,୮୦୦ ସୁରକ୍ଷାକର୍ମୀ
୨୦୨୩ ମେ’ ମାସରୁ ମଣିପୁରରେ ଲାଗି ରହିଥିବା ହିଂସା ଯୋଗୁ ୨୫୮ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ଏବେର ସ୍ଥିତିକୁ ଦୃଷ୍ଟିରେ ଆଉ ୯୦ କମ୍ପାନୀ ସୁରକ୍ଷାକର୍ମୀ ଏଠାକୁ ଆସୁଛନ୍ତି।
Viral
ସୁକମାରେ ୧୦ ନକ୍ସଲଙ୍କୁ ନିପାତ ପରେ ନାଚିକି ଧୂଳି ଉଡ଼ାଇଲେ ଯବାନ
ସୁକମାରେ ଏନକାଉଣ୍ଟର ପରେ ନାଚି ନାଚି ଖୁସି ମନାଇଛନ୍ତି ଯବାନ।
Politics
କଂଗ୍ରେସକୁ ତାୱଡେଙ୍କ ନୋଟିସ୍; କ୍ଷମା ମାଗ, ନଚେତ୍...
ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧି ଏବଂ ସୁପ୍ରିୟା ଶ୍ରୀନେଟଙ୍କ ବିରୁଦ୍ଧରେ ଶହେ କୋଟି ଟଙ୍କାର ମାନହାନୀ ମାମଲା ରୁଜୁ କରିବାକୁ ଚେତାବନୀ ଦେଇଛନ୍ତି ବିଜେପି ନେତା ବିନୋଦ ତାୱଡେ।
Politics
ନିର୍ବାଚନ ପୂର୍ବରୁ ଆପ୍ର ‘ରାବିଡି ପେ ଚର୍ଚ୍ଚା’, ଦେଲା ୭ ପ୍ରତିଶ୍ରୁତି
କେଜ୍ରିୱାଲଙ୍କ କହିବା କଥା ଯେ ଦଳର ଜିଲ୍ଲା ଓ ବୁଥ ସ୍ତରୀୟ କର୍ମକର୍ତ୍ତାମାନେ ୬୫ ହଜାର ମିଟିଂ ଜରିଆରେ ଭୋଟରଙ୍କ ପାଖରେ ପହଞ୍ଚିବେ।