ଭୋପାଳ: ବ୍ୟାପମ୍ ଦୁର୍ନୀତି ଘଟଣାର ଖବର ସଂଗ୍ରହ କରୁଥିବା ବରିଷ୍ଠ ସାମ୍ୱାଦିକ ଅକ୍ଷୟ ସିଂଙ୍କ ମୃତ୍ୟୁ ମାମଲାର ଏସଆଇଟି ତଦନ୍ତ କରାଯିବ ବୋଲି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ୍ କହିଛନ୍ତି। ଅକ୍ଷୟଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରକୁ ସମ୍ୱେଦନା ଜ୍ଞାପନ କରିଛନ୍ତି। ଗୁଜରାଟର ଏକ ଡାକ୍ତରୀ ଦଳ ଶବ ବ୍ୟବଚ୍ଛେଦ କରିବା ସହ ଭିଡଓଗ୍ରାଫି କରାଯାଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବ୍ୟାପମ୍ ଦୁର୍ନୀତିର ତଦନ୍ତ କରାଯାଉଛି। ଯେଉଁମାନେ ଏହି ଘଟଣାର ଦୋଷୀ ସାବ୍ୟସ୍ତ ହେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଚୌହାନ୍ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।
Viral
୩ୟ ଶ୍ରେଣୀ ଛାତ୍ରୀଙ୍କୁ ହୃଦଘାତ, ସ୍କୁଲରେ ଚାଲିଗଲା ଜୀବନ: ଭିଡିଓ ଭାଇରାଲ୍
ହାର୍ଟ ଆଟାକ ଯେ କେବଳ ପ୍ରାପ୍ତ ବୟସ୍କଙ୍କୁ ହୋଇଥାଏ, ତା’ହା ଭାବିବା ଭୁଲ। କାରଣ ଛୋଟ ପିଲା ମଧ୍ୟ ଏହାର ଶିକାର ହେବାରେ ଲାଗିଛନ୍ତି।