ନୂଆଦିଲ୍ଲୀ: ବହୁଚର୍ଚ୍ଚିତ ବ୍ୟାପମ୍ ଦୁର୍ନୀତି ଘଟଣାରେ ମଧ୍ୟପ୍ରଦେଶ ରାଜ୍ୟପାଳ ରାମ ନରେଶ ଯାଦବଙ୍କୁ ପଦବୀରୁ ହଟାଇବା ନେଇ ଦାଖଲ କରାଯାଇଥିବା ଏକ ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଚିଫ୍ ଜଷ୍ଟିସ୍ ଏଚ୍ ଏଲ ଦତ୍ତୁ, ଜଷ୍ଟିସ୍ ଅରୁଣ କୁମାର ଓ ଅମିତାଭ ରାୟଙ୍କ ବେଞ୍ଚ୍ ଏହା ଉପରେ ଶୁଣାଣି କରାଯିବ ବୋଲି କହିଛନ୍ତି। ତେବେ ଏନେଇ ତାରିଖ ଦେଇ ନାହାନ୍ତି। ଅନ୍ୟପକ୍ଷରେ ଏହି ମାମଲା ସହିତ ଜଡ଼ିତ ଅନ୍ୟାନ୍ୟ ଶୁଣାଣିଗୁଡ଼ିକ ଜୁଲାଇ ୯ ତାରିଖରେ ହେବ।
ସୂଚନାଯୋଗ୍ୟ, ବ୍ୟାପମ୍ ଦୁର୍ନୀତିରେ ରାଜ୍ୟପାଳଙ୍କ ପୁଅ ଶୈଳେଶ ଯାଦବଙ୍କ ନାମ ମଧ୍ୟ ସାମ୍ନାକୁ ଆସିଛି। ଗତ ମାର୍ଚ୍ଚ ୨୦ରେ ଶୈଳେଶଙ୍କ ମୃତ ଶରୀର ତାଙ୍କ ପିତା ନରେଶ ଯାଦବଙ୍କ ବାସଭବନରୁ ଜବତ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Politics
ବିଜେପିର ରମେଶ ବିଧୁରୀଙ୍କୁ କାହିଁକି ଆଗୁଆ ଶୁଭେଚ୍ଛା ଜଣାଇଲେ କେଜ୍ରିୱାଲ?
ଆପର ଜାତୀୟ ଆବାହକ ଅରବିନ୍ଦ କେଜ୍ରିୱାଲ ବିଜେପିକୁ କଟାକ୍ଷ କରିଛନ୍ତି। ସେ ବିଜେପିର ରମେଶ ବିଧୁରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
National
ଆସାମ ଖଣିରୁ ମିଳିଲା ଆଉ ୩ ଶ୍ରମିକଙ୍କ ମୃତଦେହ, ଏବେ ବି ୫ ଜଣଙ୍କ ପତ୍ତା ମିଳୁନି
୩୧୦ ଫୁଟ ଗଭୀରରେ ଖନନ ଚାଲିଥିବା ସମୟରେ ଏହା ଭିତରେ ହଠାତ ବନ୍ୟାଜଳ ପଶି ଯାଇଥିଲା। ଖଣି ଭିତରେ ଫସି ଯାଇଥିଲେ ୯ ଜଣ ଶ୍ରମିକ।
Viral
୩ୟ ଶ୍ରେଣୀ ଛାତ୍ରୀଙ୍କୁ ହୃଦଘାତ, ସ୍କୁଲରେ ଚାଲିଗଲା ଜୀବନ: ଭିଡିଓ ଭାଇରାଲ୍
ହାର୍ଟ ଆଟାକ ଯେ କେବଳ ପ୍ରାପ୍ତ ବୟସ୍କଙ୍କୁ ହୋଇଥାଏ, ତା’ହା ଭାବିବା ଭୁଲ। କାରଣ ଛୋଟ ପିଲା ମଧ୍ୟ ଏହାର ଶିକାର ହେବାରେ ଲାଗିଛନ୍ତି।
National
ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ତଳେ ଫସିଛନ୍ତି ବହୁ ଶ୍ରମିକ
ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ପୁଲିସ ସୂଚନା ଦେଇଛି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ସମେତ ଏନଡିଆରଏଫ୍, ଏସଡିଆରଏଫ୍ ଓ ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।