କୋଲକାତା: ପଶ୍ଚିମବଙ୍ଗରେ ବିଧାସନଭା ନିର୍ବାଚନ ପାଇଁ ଆଜି ପଞ୍ଚମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ଦକ୍ଷିଣ ୨୪ ପ୍ରଗଣା, କୋଲକତା ଦକ୍ଷିଣ ଏବଂ ହୁଗୁଳି ଜିଲ୍ଲାର ୫୩ଟି ଆସନରେ ଭୋଟ ଗ୍ରହଣ ଚାଲିଛି। ୧୪, ୫୦୦ଟି ବୁଥ୍ରେ ସକାଳ ୭ଟାରୁ ମତଦାନ ଚାଲିଛି। ଅପରାହ୍ନ ୫ଟା ଯାଏଁ ମତଦାନ ଚାଲିବ।
ଆଜି ୪୩ ମହିଳାଙ୍କ ସହ ୩୪୯ ପ୍ରାର୍ଥୀ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟ୍ର। ପ୍ରାୟ ୧ କୋଟି ୨୦ଲକ୍ଷ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ।
ତେବେ ଏଥର ଚର୍ଚ୍ଚାରେ କୋଲକତାର ଭାବିନୀପୁର ଆସନ ରହିଛି। ଏଠାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭାଗ୍ୟ ପରୀକ୍ଷା ହେଉଛି। ମମତାଙ୍କ ବିରୋଧରେ ପ୍ରାର୍ଥୀ ହୋଇଛନ୍ତି ନେତାଜୀ ସୁଭାଷ ବୋଷଙ୍କ ନାତି ଚନ୍ଦ୍ରକୁମାର ବୋଷ। ସେ ବିଜେପି ଟିକେଟ୍ରେ ଲଢୁଛନ୍ତି। ନିର୍ବାଚନୀ ହିଂସା ରୋକିବାକୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ପ୍ରାୟ ୯୦ ହଜାର ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।