ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଦେଖା ଦେଇଥିବା ସ୍ଥିତିକୁ ନେଇ ରାଜ୍ୟପାଳ ଜଗଦୀପ ଧନଖଡ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି। ଏହି ଭେଟଘାଟ ବେଳେ ରାଜ୍ୟରେ ଦେଖାଦେଇଥିବା ରାଜନୀତିକ ସ୍ଥିତି ଏବଂ ଆଇନ ବ୍ୟବସ୍ଥାକୁ ନେଇ ରାଜ୍ୟପାଳ ଶାହଙ୍କୁ ଅବଗତ କରାଇଥିବା ସୂଚନା ରହିଛି।
https://twitter.com/jdhankhar1/status/1284919150310076416
ଧନଖଡ ଶାହଙ୍କୁ ଭେଟିବା ପୂର୍ବରୁ ଏକ ଟୁଇଟ୍ କରିଥିଲେ। ଯେଉଁଥିରେ ଅପରାହ୍ନରେ ଏହି ସବୁ ପ୍ରସଙ୍ଗରେ ଶାହଙ୍କୁ ଭେଟି ଆଲୋଚନା କରିବେ ବୋଲି କହିଥିଲେ। ଏଥିସହ ତାଙ୍କୁ ରାଜ୍ୟପାଳ ଭାବରେ ଧାରା 159 ଅନୁଯାୟୀ ଦିଆଯାଇଥିବା ସାମ୍ୱାଧାନିକ ଦାୟିତ୍ୱ ବାବଦରେ ଶାହଙ୍କ ସହିତ ଆଲୋଚନା କରିଥିବା ସୂଚନା ରହିଛି।
https://twitter.com/jdhankhar1/status/1285027833408937984
ସୂଚନାଯୋଗ୍ୟ, ରାଜ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜ୍ୟପାଳ ଏବଂ ମୁଖ୍ୟମନ୍ତୀ ମମତା ବାନାର୍ଜୀଙ୍କ ମଧ୍ୟରେ ବିବାଦ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।