କରୋନା ଭାଇରସ୍‌ର ନାଁ ‘କୋଭିଡ୍‌-୧୯’ ଦେଲା ଡବ୍ଲ୍ୟୁଏଚ୍‌ଓ

ବେଜିଂ: ଚାଇନାରୁ ୧୦୦୦ରୁ ଊର୍ଦ୍ଧ୍ୱ ଜୀବନ ନେଇଥିବା ଏବଂ ସାରା ବିଶ୍ୱରେ ୪୩ ହଜାର ଲୋକଙ୍କ ଶରୀରକୁ ଆକ୍ରାନ୍ତ କରିଥିବା କରୋନା ଭାଇରସ୍‌ର ନାମ ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ ‘କୋଭିଡ୍‌-୧୯’ ରଖାଯାଇଛି। ଡବ୍ଲ୍ୟୁଏଚ୍‌ଓ ନିର୍ଦ୍ଦେଶକ ଜେନେରାଲ ଟେଡ୍ରୋସ୍‌ ଆଧାନମ୍‌ ଘେବ୍ରେସସ୍‌ କହିଛନ୍ତି, ଆମେ ଏମିତି ନାଁଟିଏ ବାଛିଛୁ ଯାହା ନା କୌଣସି ଭୌଗଳିକ ଠିକଣା କଥା କହୁଛି, ନା କୌଣସି ପଶୁର ନାମ ନା ଉଚ୍ଚାରଣ କରିହେଉଥିବା ନାମ ନା ରୋଗକୁ ସୂଚାଉଥିବା ନାମ ହୋଇଥିବ। ସେ ଜେନେଭାରେ […]

Corona

Corona

Subrat Kumar Nayak
  • Published: Tuesday, 11 February 2020
  • Updated: 11 February 2020, 10:49 PM IST

Sports

Latest News

ବେଜିଂ: ଚାଇନାରୁ ୧୦୦୦ରୁ ଊର୍ଦ୍ଧ୍ୱ ଜୀବନ ନେଇଥିବା ଏବଂ ସାରା ବିଶ୍ୱରେ ୪୩ ହଜାର ଲୋକଙ୍କ ଶରୀରକୁ ଆକ୍ରାନ୍ତ କରିଥିବା କରୋନା ଭାଇରସ୍‌ର ନାମ ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ ‘କୋଭିଡ୍‌-୧୯’ ରଖାଯାଇଛି।

ଡବ୍ଲ୍ୟୁଏଚ୍‌ଓ ନିର୍ଦ୍ଦେଶକ ଜେନେରାଲ ଟେଡ୍ରୋସ୍‌ ଆଧାନମ୍‌ ଘେବ୍ରେସସ୍‌ କହିଛନ୍ତି, ଆମେ ଏମିତି ନାଁଟିଏ ବାଛିଛୁ ଯାହା ନା କୌଣସି ଭୌଗଳିକ ଠିକଣା କଥା କହୁଛି, ନା କୌଣସି ପଶୁର ନାମ ନା ଉଚ୍ଚାରଣ କରିହେଉଥିବା ନାମ ନା ରୋଗକୁ ସୂଚାଉଥିବା ନାମ ହୋଇଥିବ। ସେ ଜେନେଭାରେ ସାମ୍ବାଦିକ ସମ୍ମିଳନୀରେ ଏପରି କହିଛନ୍ତି।

ଏହି ନାଁ ପାଇଁ କରୋନା ପାଇଁ ସିଓ ନିଆଗଲା, ଭାଇରସ୍‌ ପାଇଁ ଭିଆଇ ନିଆଗଲା ଏବଂ ରୋଗ ପାଇଁ ଡି ନିଆଯାଇଥିଲା। ସୋମବାର ମୃତକଙ୍କ ସଂଖ୍ୟା ୧୦୧୭ ହୋଇଛି। ଏତଦ୍‌ବ୍ୟତୀତ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୭୦୮ ହୋଇଛି। ଚାଇନା ବାହାରେ ୩୯୦ ଆକ୍ରାନ୍ତଙ୍କ ବାବଦରେ ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story